Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଣାୟତ୍ତ କରୋନା : ଦେଶରେ 10 ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଆଜିର ଖବର

ଅଣାୟତ୍ତ କରୋନା : ଦେଶରେ 10 ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

July 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଦେଶରେ ଅଣାୟତ୍ତ ହୋଇପଡ଼ିଲାଣି କରୋନା ସ୍ଥିତି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନୂଆ ରେକର୍ଡ କରୁଛି।  ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 10 ଲକ୍ଷ ପାର କରିଛି। ଦେଶରେ ମୃତକଙ୍କ ସଂଖ୍ୟା 25 ହଜାର 602କୁ ବୃଦ୍ଧି ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ ଗତ 24 ଘଣ୍ଟାରେ ଦେଶରେ ସର୍ବାଧିକ 34 ହଜାର 956 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 687ଜଣଙ୍କର ମୃତ୍ୟୁ ହୋଇଛି।ଦେଶରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 10 ଲକ୍ଷ 3 ହଜାର 832କୁ ବୃଦ୍ଧି ପାଇଛି ।

ଦେଶରେ ବର୍ତ୍ତମାନ ଆକ୍ଟିଭ୍ କେସ୍ 3 ଲକ୍ଷ 42 ହଜାର 473 ଥିବା ବେଳେ ସୁସ୍ଥ ହେଲେଣି 6 ଲକ୍ଷ 35 ହଜାର 757 । ସେହିପରି ମହାରାଷ୍ଟ୍ରରେ 2 ଲକ୍ଷ 84 ହଜାର 281 ଆକ୍ରାନ୍ତ ହୋଇଥିବା ବେଳେ 11 ହଜାର 194 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଦିଲ୍ଲୀରେ 3 ହଜାର 545, ଗୁଜରାଟରେ 2 ହଜାର 89, ତାମିଲନାଡୁରେ 2ହଜାର 236 ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Latest News

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.