Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଘରୋଇ ହସ୍ପିଟାଲ ପାଇଁ ଜାରି ହେଲା ଗାଇଡଲାଇନ୍
ଆଜିର ଖବର

ଘରୋଇ ହସ୍ପିଟାଲ ପାଇଁ ଜାରି ହେଲା ଗାଇଡଲାଇନ୍

July 17, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, ହସ୍ପିଟାଲ ଗୁଡିକରେ ସଂକ୍ରମଣ ସଂଖ୍ୟା ବଢୁଥିବାରୁ ଏବଂ ଅନେକ କ୍ଷେତ୍ରରେ ଡାକ୍ତର ଓ ସ୍ବାସ୍ଥ୍ୟ କର୍ମୀମାନେ ସଂକ୍ରମିତ ହେଉଥିବାରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଘରୋଇ ଡାକ୍ତରଖାନାର ଚିକିତ୍ସକଙ୍କ ପାଇଁ ଗାଇଡଲାଇନ ଜାରି କରିଛି ।

ସମସ୍ତ ନର୍ସିଂହୋମ ଓ କ୍ଲିନିକରେ ସ୍ୱତନ୍ତ୍ର ଫିଭର କ୍ଲିନିକ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ମାସ୍କ ପିନ୍ଧିବା ଓ ହାତ ଧୋଇବା ପାଇଁ ଉତ୍ତମ ବ୍ୟବସ୍ଥା ରହିବ । ରକ୍ତଚାପ ଯାଂଚ ମେସିନ ଓ ଷ୍ଟେଥୋସ୍କୋପ ପ୍ରତି ଯାଂଚରେ ବିଶୋଧନ କରାଯିବ । ସମସ୍ତ ରୋଗୀଙ୍କ ପଂଜୀକରଣ ସହ ହଟସ୍ପଟ ଅଂଚଳରୁ ଆସିଥିବା ରୋଗୀଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର ହେବେ । କରୋନା ସଚେତନତା ନେଇ ଡାକ୍ତରଖାନାରେ ଡିସପ୍ଲେ ବୋର୍ଡ ରହିବ । ନିୟମ ଉଲ୍ଲଙ୍ଘନ କଲେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।

ଗାଇଡଲାଇନ୍‌ ଘରୋଇ ହସ୍ପିଟାଲ
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶର ପ୍ରତିଷ୍ଠିତ ନ୍ୟୁଜ ଚ୍ୟାନେଲ NDTV 24×7 ର ନାମ ହେଲା ପରିବର୍ତ୍ତନ

August 16, 2026

ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର

August 16, 2026

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026

ଏଲପିଜି ଉପରେ ସରକାରଙ୍କ ବଡ଼ ନିଷ୍ପତ୍ତି: କମ୍ପାନୀଗୁଡ଼ିକ ପାଇଁ ସ୍ଥିର କଲେ କୋଟା 

August 16, 2026
Latest News

ଦେଶର ପ୍ରତିଷ୍ଠିତ ନ୍ୟୁଜ ଚ୍ୟାନେଲ NDTV 24×7 ର ନାମ ହେଲା ପରିବର୍ତ୍ତନ

August 16, 2026

ଓଡିଶା ପୋଲିସର ଅନ୍ତରୀଣ ମୁଖିଆ ଭାବେ ଦାୟିତ୍ବ ନେଲେ ବିନୟତୋଶ ମିଶ୍ର

August 16, 2026

‘ବନ୍ଦେ ମାତରମ୍’ ପ୍ରତି ଅସମ୍ମାନ?: ସୋନିଆ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ ଦାଖଲ କଲା ବିଜେପି

August 16, 2026

“ମୁଁ ଜଣେ ମାନସିକ ନକ୍ସଲ ହୋଇଥିବାରୁ ଗର୍ବିତ”: ପ୍ରଧାନମନ୍ତ୍ରୀଙ୍କୁ ଜବାବ ଦେଲେ ଚିଦାମ୍ବରମ୍

August 16, 2026

WTC ପଏଣ୍ଟ ଟେବୁଲ: ଭାରତକୁ ପଛରେ ପକାଇଲା ବାଂଲାଦେଶ, ଅଷ୍ଟ୍ରେଲିଆକୁ ବଡ଼ କ୍ଷତି

August 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.