Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢାଖୋଲରେ ଗୋଟିଏ ଦିନରେ ୭ କରୋନା ପଜିଟିଭ; ଲୋକଙ୍କ ମଧ୍ୟରେ ଛନକା
ଆଜିର ଖବର

ରେଢାଖୋଲରେ ଗୋଟିଏ ଦିନରେ ୭ କରୋନା ପଜିଟିଭ; ଲୋକଙ୍କ ମଧ୍ୟରେ ଛନକା

July 18, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କନ୍ଦର୍ପ ବେହେରା

ରେଢାଖୋଲ:  ସାରା ବିଶ୍ୱରେ କରୋନା କାୟାବିସ୍ତାର କରି ଚାଲିଥିବା ବେଳେ ସମ୍ବଲପୁର ଜିଲ୍ଲା ରେଢାଖୋଲ ସବ୍‌ଡିଭିଜନ ଏଥିରୁ ବାଦ୍ ପଡି ନ ଥିବା ଜଣା ପଡିଛି। ବାହାର ରାଜ୍ୟରେ ଶ୍ରମିକ ଭାବରେ କାମ କରୁଥିବା ଲୋକମାନେ ରାଜ୍ୟକୁ ପଳାଇ ଆସିବାରୁ ଏହି ରୋଗ ବ୍ୟାପିବାରେ ଲାଗିଛି ।
ରେଢାଖୋଲ ସବଡିଭିଜନରେ ଗୋଟିଏ ଦିନରେ ୭ କରୋନା ରୋଗୀ ଚିହ୍ନଟ ହେବା ପରେ ଆଜି ରେଢାଖୋଲ ଅଂଚଳରେ ଲୋକମାନଙ୍କ ମଧ୍ୟରେ ଛନକା ପଶିଯାଇଛି ।
ପ୍ରକାଶ ଯେ- ରେଢାଖୋଲ ଏନ୍‌ଏସିର ଜଣେ କର୍ମଚାରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ରେଢାଖୋଲ ଡାକ୍ତରଖାନାର ୧୦୮ ର ଜଣେ କର୍ମଚାରୀ , ରେଢାଖୋଲର ଜଣେ ୧୨ ବର୍ଷର ବାଳକ, ରେଢାଖୋଲର ଜଣେ ସ୍ଥାନୀୟ ବାସିନ୍ଦା ଥିବା ଜଣା ପଡିଛି । ଠିକ୍ ସେଇ ପରି ରେଢାଖୋଲ ଡାକ୍ତରଖାନାରେ ଚିକିତ୍ସା ହେଉଥିବା ରେଢାଖୋଲ ବ୍ଲକ୍ ର ୨ ଜଣ ଥିବା ବେଳେ ନାକଟିଦେଉଳ ବ୍ଲକ ଡଇଁଚା ପଂଚାୟତର ଗୋପାଳପୁର ଜଣେ କରୋନା ରୋଗୀଥିବା ସରକାରୀ ସୂତ୍ରରୁ ଜଣାପଡିଛି । ସେମାନଙ୍କୁ ଗତକାଲି କୋଭିଡ୍ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ରେଢାଖୋଲ ଅଂଚଳରେ ଗୋଟେ ଦିନରେ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହେବା ଏଇଟା ପ୍ରଥମ ଘଟଣା । ରେଢାଖୋଲ ସହରକୁ ସାନିଟାଇଜ୍ କରାଯିବ ବୋଲି ରେଢାଖୋଲ ଉପଜିଲ୍ଲାପାଳ ଡୋଳାମଣୀ ପଟେଲ ପ୍ରକାଶ କରିଛନ୍ତି ।ା

Share. Facebook Twitter LinkedIn Email WhatsApp Copy Link

Related Posts

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Latest News

ଓଡିଶାରେ ଏବେ ସ୍ନାତକୋତ୍ତର (PG) ପର୍ଯ୍ୟନ୍ତ ମାଗଣା ଶିକ୍ଷା: ଜାଣନ୍ତୁ ଅନ୍ୟ ରାଜ୍ୟର ସ୍ଥିତି

June 13, 2026

ସବୁଠାରୁ ବଡ଼ ଫିଫା ବିଶ୍ୱକପ୍ ବିଜୟ ରେକର୍ଡ କଲା ଆମେରିକା: ପାରାଗୁଏକୁ ପରାସ୍ତ କରି ରଚିଲା ଇତିହାସ

June 13, 2026

ଆସାମରେ ବଡ଼ ଦୁର୍ଘଟଣା: ଭାରତୀୟ ବାୟୁସେନାର AN-32 ବିମାନ ଦୁର୍ଘଟଣାଗ୍ରସ୍ତ

June 13, 2026

ଆଜି ଭାରତ-ଆଫଗାନିସ୍ତାନ ପ୍ରଥମ ଦିନିକିଆ: କିଏ ନେବେ କୋହଲିଙ୍କ ସ୍ଥାନ?

June 13, 2026

ହାଇୱାକୁ ପିଟିଲା ବିଏମଡବ୍ଲୁ କାର,୨ ମୃତ

June 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.