Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ-ନେପାଳ ସୀମାରେ ଫାୟାରିଂ : ତିନି ଆହତ
ଆଜିର ଖବର

ଭାରତ-ନେପାଳ ସୀମାରେ ଫାୟାରିଂ : ତିନି ଆହତ

July 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାର : ପୁଣି ଥରେ ନେପାଳ ପୋଲିସ୍‌ର ଦାଦାଗିରି ଦେଖିବାକୁ ମିଳିଛି । ରବିବାର ନେପାଳ ପୋଲିସ୍‌ ବିହାର ସୀମାରେ ଥିବା କିସନଗଞ୍ଜରେ ତିନି ଭାରତୀୟଙ୍କୁ ଉପରକୁ ଗୁଳି ଚଳାଇଛି । ଏଥିରେ ଜଣେ ଭାରତୀୟ ଗୁରୁତର ଆହତ ହୋଇଛନ୍ତି । ଆହତ ତିନି ଭାରତୀୟ ନାଗରିକ ସ୍ଥାନୀୟ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ତେବେ କାହିଁକି କେଉଁ ପରିସ୍ଥିତିରେ ଫାୟାରିଂ ହୋଇଛି ତାହାର ତଦନ୍ତ ଚାଲିଚି  । ନିକଟରେ ଭାରତର କଳାପାଣି, ଲିପୁଲେଖ ଏବଂ ଉତ୍ତରାଖଣ୍ଡର ଲିମ୍ପିୟାଧୁରାକୁ ନେଇ ନେପାଳ ସହିତ ସୀମା ବିବାଦ ଜାରି ରହିଛି । ଗତ ମାସରେ ମଧ୍ୟ ନେପାଳ ସୀମାରେ ଥିବା ବିହାରର ସୀତାମରହିରେ ନେପାଳ ପୁଲିସ୍‌ ଗୁଳି ଚଳାଇଥିଲା । ଏଥିରେ ଜଣେ ଭାରତୀୟଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇଜଣ ଆହତ ହୋଇଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Latest News

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.