Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଣି ଗାରେଡି ସନ୍ଦେହରେ ଡବଲ୍‌ ମର୍ଡର
ଆଜିର ଖବର

ଗୁଣି ଗାରେଡି ସନ୍ଦେହରେ ଡବଲ୍‌ ମର୍ଡର

July 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯାଜପୁର : ଯାଜପୁରରେ କରୋନା ସ୍ଥିତି ଗମ୍ଭୀର ଥିବାବେଳେ ଡବଲ୍‌ ମର୍ଡର୍‌ ଏବେ ଚର୍ଚ୍ଚାକୁ ଆସିଛି । ଗୁଣିଗାରେଡି ସନ୍ଦେହରେ ଦୁଇ ଜଣଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ଡବଲ ମର୍ଡରକୁ ନେଇ କଳିଙ୍ଗନଗର ନିମପଲ୍ଲୀ  ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି । ଜଣେ ପୁରୁଷ ଓ ମହିଳାଙ୍କୁ ନିର୍ମମ ହତ୍ୟା କରାଯାଇଛି ।   ଉଭୟଙ୍କୁ ହତ୍ୟା ପରେ ଘରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ । ତେବେ  କେଉଁ ପରିସ୍ଥିତିରେ କିଏ ହତ୍ୟା କରିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି । ପୋଲିସ୍‌ ଏହି ଘଟଣାର ଛାନ୍‌ଭିନ୍‌ କରୁଛି ।

କରୋନା ସ୍ଥିତି ଡବଲ ମର୍ଡର
Share. Facebook Twitter LinkedIn Email WhatsApp Copy Link

Related Posts

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

କଂଗ୍ରେସ ନେତା ପବନ ଖେଡ଼ାଙ୍କ ଘରେ ପୋଲିସ: ଆସାମ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଦେଇଥିଲେ ବୟାନ

April 7, 2026

ୟୁପିରୁ ୪ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ: ଆଶ୍ଚର୍ଯ୍ୟଜନକ ଖୁଲାସା କଲା ଏଟିଏସ୍

April 7, 2026

ନୂଆ ଦଳ ଗଠନ କଲେ ନବଜୋତ କୌର ସିଦ୍ଧୁ: ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ନେଲେ ବଡ଼ ନିଷ୍ପତ୍ତି

April 7, 2026

ପଶ୍ଚିମବଙ୍ଗ ଭୋଟର ତାଲିକାରୁ ହଟିଲା ୯୧ ଲକ୍ଷ ନାମ: ଜିଲ୍ଲାୱାରୀ ତାଲିକା ପ୍ରକାଶ କଲେ ନିର୍ବାଚନ କମିଶନ 

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.