Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି 6 ଜଣଙ୍କ ଜୀବନ ଗଲା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 97କୁ ବୃଦ୍ଧି
ଆଜିର ଖବର

ଆଜି ପୁଣି 6 ଜଣଙ୍କ ଜୀବନ ଗଲା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 97କୁ ବୃଦ୍ଧି

July 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରୁ ଆଜି 6ଜଣଙ୍କ ଜୀବନ ନେଇଛି କରୋନା । ଏନେଇ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଗଞ୍ଜାମରୁ 5ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଗଜପତିରୁ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ ଜିଲ୍ଲାରେ ମୃତକଙ୍କ ସଂଖ୍ୟା 59ରେ ପହଞ୍ଚିଥିବାବେଳେ  ଗଜପତିରେ ମୃତ୍ୟୁ ସଂଖ୍ୟା 4କୁ ବୃଦ୍ଧି ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା 97କୁ ବୃଦ୍ଧି ହୋଇଛି ।

ଆଜି ମୃତ୍ୟବରଣ କରିଥିବା ଗଞ୍ଜାମର ପାଞ୍ଚଜଣ ମୃତକଙ୍କ ମଧ୍ୟରେ ଜଣେ 42 ବର୍ଷୀୟ ପୁରୁଷ ଥିବାବେଳେ ସେ ଡାଇବେଟିସ୍‌ରେ ପୀଡ଼ିତ ରହିଥିଲେ । ସେହିପରି ଅନ୍ୟ ଜଣେ 54 ବର୍ଷୀୟ ପୁରୁଷ ରହିଛନ୍ତି ।  ଅନ୍ୟ ତିନି ଆକ୍ରାନ୍ତଙ୍କ ମଧ୍ୟରେ 52 ବର୍ଷୀୟ ପୁରୁଷ ଥିବାବେଳେ ସେ ଡାଇବେଟିସ୍‌ ଓ ହାଇପର୍ଟେନ୍ସରେ ପୀଡ଼ିତ ଥିଲେ । ଅନ୍ୟ ଦୁଇ ମୃତକଙ୍କ ବୟସ ଯଥାକ୍ରମେ 70 ଓ 40 ବର୍ଷ ବୋଲି ସୂଚନା ରହିଛି । ସେହିପରି ଗଜପତିରୁ ମୃତ୍ୟୁବରଣ କରିଥିବା ମୃତକ ଜଣକ 55 ବର୍ଷୀୟା ମହିଳା ଥିବାବେଳେ ସେ ଡାଇବେଟିସ୍‌ରେ ପୀଡ଼ିତ ଥିଲେ ବୋଲି ସୂଚନା ରହିଛି ।

କରୋନା ଗଜପତି ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଦଳବିରୋଧୀ କାର୍ଯ୍ୟ: ବିଜେଡିରୁ ଦୁଇ ଜିଲ୍ଲା ପରିଷଦ ସଭ୍ୟ ନିଲମ୍ବିତ

October 13, 2026

ରାଜଧାନୀରେ ପାର୍କିଂ ସଙ୍କଟ, ବେପାର ମାନ୍ଦା

October 13, 2026

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚତୁର୍ଥ ଟି-୨୦: ଜାଣନ୍ତୁ ପିଚ୍ ରିପୋର୍ଟ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026
Latest News

ଦଳବିରୋଧୀ କାର୍ଯ୍ୟ: ବିଜେଡିରୁ ଦୁଇ ଜିଲ୍ଲା ପରିଷଦ ସଭ୍ୟ ନିଲମ୍ବିତ

October 13, 2026

ରାଜଧାନୀରେ ପାର୍କିଂ ସଙ୍କଟ, ବେପାର ମାନ୍ଦା

October 13, 2026

ଭାରତର GDP କୁ ରକେଟ୍ ବେଗ ଦେଲା IMF!: ଜାଣନ୍ତୁ କେତେ?

October 13, 2026

ଦୀପାବଳୀ ପର୍ଯ୍ୟନ୍ତ ଟଳିଲା ନିଷ୍ପତ୍ତି: UPI ଉପରେ ଏବେ ଲାଗୁ ହେବନି ଚାର୍ଜ!

October 13, 2026

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଚତୁର୍ଥ ଟି-୨୦: ଜାଣନ୍ତୁ ପିଚ୍ ରିପୋର୍ଟ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.