Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୟଙ୍କ ବିୟୋଗରେ ଶୋକ ପ୍ରକଟ କଲେ ମୁଖ୍ୟମନ୍ତ୍ରୀ : ରାଷ୍ଟ୍ର୍ରୀୟ ମର୍ଯ୍ୟାଦାର ସହ ବିଜୟଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ
ଆଜିର ଖବର

ବିଜୟଙ୍କ ବିୟୋଗରେ ଶୋକ ପ୍ରକଟ କଲେ ମୁଖ୍ୟମନ୍ତ୍ରୀ : ରାଷ୍ଟ୍ର୍ରୀୟ ମର୍ଯ୍ୟାଦାର ସହ ବିଜୟଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ

July 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଡ଼ିଆ ଚଳଚ୍ଚିତ୍ର ଜଗତର ବାଦ୍‌ଶାହା ଅଭିନେତା ବିଜୟ ମହାନ୍ତିଙ୍କ ବିୟୋଗରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକଟ କରିଛନ୍ତି । ବିଜୟଙ୍କ ଅଭିନୟର ଛାପ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି କହିଛନ୍ତି ନବୀନ । ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ବିଜୟଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।

ବିଜୟ ମହାନ୍ତିଙ୍କ ବିୟୋଗରେ  ରାଜ୍ୟପାଳ ଗଣେଶୀ ଲାଲ ଗଭୀର ଶୋକ ପ୍ରକଟ କରିଛନ୍ତି । ଅଭିନୟ ଲାଗି ସେ ସମସ୍ତଙ୍କ ହୃଦୟରେ ସବୁଦିନ ମନେ ରହିବେ ବୋଲି କହିଛନ୍ତି ରାଜ୍ୟପାଳ ।

ସେହିପରି  ଧର୍ମେନ୍ଦ୍ର ପ୍ରଧାନ, ବୈଜୟନ୍ତ ପଣ୍ଡା ଓ ପ୍ରତାପ ଷଡଙ୍ଗୀ ପ୍ରମୁଖ ବିଜୟ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।  ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ମଧ୍ୟ ବିଜୟ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ବିଜୟଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଲହରୀ ଖେଳି ଯାଇଛି ।

naveen pattanaik
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.