Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପିରେ ଯୋଗ ଦେବା ପାଇଁ ଦିଲ୍ଲୀ ଗଲେ ଦାମୋଦର ରାଉତ, ଛିଡା ହେବେ କି ନାହିଁ ପରେ ନେବେ ନିଷ୍ପତି
ଆଜିର ଖବର

ବିଜେପିରେ ଯୋଗ ଦେବା ପାଇଁ ଦିଲ୍ଲୀ ଗଲେ ଦାମୋଦର ରାଉତ, ଛିଡା ହେବେ କି ନାହିଁ ପରେ ନେବେ ନିଷ୍ପତି

March 14, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Damodar Rout likely to join the BJP today
Damodar Rout likely to join the BJP today

ଶେଷରେ ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିଜେପି ସହିତ ଡିଲ ଫାଇନାଲ ହେଲା। ସେଥିପାଇଁ ଆଜି ଦାମ ବିଜେପିରେ ଯୋଗ ଦେବା ପାଇଁ ନୁଆ ଦିଲ୍ଲୀ ଗସ୍ତ କରିଛନ୍ତି। ବିଜେପି ରାଷ୍ଟ୍ରୀୟ କାର୍ଯ୍ୟାଳୟରେ ସେ ବିଧବଧ ଭାବେ ଦଳରେ ଯୋଗ ଦେବେ ବୋଲି ଜଣାପଡିଛି। ପୂର୍ବରୁ ଦାମ ନୂଆଦିଲ୍ଲୀ ଗସ୍ତ କରି ବିଜେପିର ବରିଷ୍ଠ ନେତାଙ୍କ ସହିତ ଆଲୋଚନା କରିଥିଲେ। ଏପରିକି ବିଜେପି ଓଡିଶା ପ୍ରଭାରୀ ଅରୁଣ ସିଂଙ୍କ ସହିତ ସେ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ହେଲେ କଣ ହେଲା କେଜାଣି ଭୁବନେଶ୍ବର ଫେରିବା ପରେ ଦାମ ବିଜେପିରେ ମିଶିବା ନେଇ ସ୍ପଷ୍ଟ ସୂଚନା କିଛି ଦେଲେ ନାହିଁ। ଦୁଇ ଦିନ ପରେ ବିଜେପି ତରଫରୁ ଡକରା ଆସିବା ପରେ ସେ ଦିଲ୍ଲୀ ଗସ୍ତ କରିଛନ୍ତି। ଯାହା ଜଣାପଡୁଛି ଦାମ ବିଜେପି ସହିତ ଯେଉଁ ସର୍ତ୍ତ ରଖିଥିଲେ ସେଥିରେ ଦଳ ରାଜି ହୋଇଛି। ଆଜି ସଂଧ୍ୟାରେ କିମ୍ବା ଆସନ୍ତାକାଲି ସକାଳେ ଦାମ ବିଜେପିରେ ମିଶିବେ ବୋଲି ଜଣାପଡିଛି। ସେଥିପାଇଁ ଓଡିଶାରୁ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ନୂଆ ଦିଲ୍ଲୀ ଯାଇଛନ୍ତି।

BJP thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ମଇ ୨୪ ରେ ଦେଖନ୍ତୁ ରୋମାଣ୍ଟିକ ଚଳଚ୍ଚିତ୍ର ‘ମନ ମୋର କାଗଜ ଗୁଡ଼ି’

May 19, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା: ଫାଲଟା ଆସନରେ ନିର୍ବାଚନ ଲଢିବାକୁ ମନା କଲେ ଟିଏମସି ପ୍ରାର୍ଥୀ

May 19, 2026

ଆସନ୍ତାକାଲି ଦେଶବ୍ୟାପୀ ସମସ୍ତ ଔଷଧ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକର ଏକଦିନିଆ ବନ୍ଦ ଡାକରା

May 19, 2026

ନବୀନ ନିବାସରେ ବିଲୁଆ ଓ ଶାଳିଆପତନି, ନନ୍ଦନକାନନ ଅଧିକାରୀ କଲେ କାବୁ

May 19, 2026
Latest News

ମଇ ୨୪ ରେ ଦେଖନ୍ତୁ ରୋମାଣ୍ଟିକ ଚଳଚ୍ଚିତ୍ର ‘ମନ ମୋର କାଗଜ ଗୁଡ଼ି’

May 19, 2026

ଭୁବନେଶ୍ୱରରେ ‘ପୂର୍ବାଞ୍ଚଳ କୃଷି ସମ୍ମିଳନୀ -୨୦୨୬’: ଓଡ଼ିଶାର କୃଷି ବିକାଶକୁ କେନ୍ଦ୍ରର ପ୍ରଶଂସା

May 19, 2026

ମମତା ବାନାର୍ଜୀଙ୍କୁ ବଡ଼ ଝଟକା: ଫାଲଟା ଆସନରେ ନିର୍ବାଚନ ଲଢିବାକୁ ମନା କଲେ ଟିଏମସି ପ୍ରାର୍ଥୀ

May 19, 2026

ଆସନ୍ତାକାଲି ଦେଶବ୍ୟାପୀ ସମସ୍ତ ଔଷଧ ବ୍ୟବସାୟ ପ୍ରତିଷ୍ଠାନ ଗୁଡିକର ଏକଦିନିଆ ବନ୍ଦ ଡାକରା

May 19, 2026

ବ୍ରହ୍ମପୁରରେ ଦୁଇ ଯୁବକ ଯୁବତୀଙ୍କୁ ମରଣାନ୍ତକ ଆକ୍ରମଣ ମାମଲା: ରାଜ୍ୟ ସରକାରକୁ ଘେରିଲେ ନବୀନ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.