Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜମି ବିବାଦରୁ ହଣାକଟା : 10 ଆହତ
ଆଜିର ଖବର

ଜମି ବିବାଦରୁ ହଣାକଟା : 10 ଆହତ

July 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମାଲ୍‌କାନଗିରି : ଜଙ୍ଗଲ ଜମି ବିବାଦରୁ 2 ଗୋଷ୍ଠୀ ମଧ୍ୟରେ ହଣାକଟା ହୋଇଛି। ପରସ୍ପର ହଣାହଣି ହୋଇ 10 ଗୁରୁତର ହୋଇଛନ୍ତି । 10 ଜଣଙ୍କ ମଧ୍ୟରୁ 4 ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଗୁରୁତରଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ, ଆଜି ସକାଳେ ମାଲ୍‌କାନଗିରି ଜିଲ୍ଲା ମୋଟୁ ଥାନା ଅନ୍ତର୍ଗତ ଏମ୍‌ପିଭି – 81ରେ ଜମି ବିବାଦ ଯୋଗୁଁ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା । ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ଗୁରୁତରମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇଛି । ପୋଲିସ୍‌ ଦୁଇ ଗୋଷ୍ଠୀର ଲୋକଙ୍କୁ ଅଟକ ରଖିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026
Latest News

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026

ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ୍!: ଆଫଗାନିସ୍ତାନ ODIରେ କିପରି ରହିବ ଟିମ୍ ଇଣ୍ଡିଆ?

June 11, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ପ୍ରକାଶ ଚିକ୍

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.