Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବରଙ୍ଗପୁରରେ ପରିବା ଦୋକାନ ବନ୍ଦ : ଆଜି ସକାଳ 5ଟାରୁ କାଲି ମଧ୍ୟ ରାତ୍ର ଯାଏଁ ସଟ୍‌ଡାଉନ୍‌
ଆଜିର ଖବର

ନବରଙ୍ଗପୁରରେ ପରିବା ଦୋକାନ ବନ୍ଦ : ଆଜି ସକାଳ 5ଟାରୁ କାଲି ମଧ୍ୟ ରାତ୍ର ଯାଏଁ ସଟ୍‌ଡାଉନ୍‌

July 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲାରେ ସଟ୍‌ଡାଉନ୍‌ ନିୟମରେ ସଂଶୋଧନ କରାଯାଇଛି । ଏଟିଏମ୍ ଓ ବ୍ୟାଙ୍କ ସକାଳ 8ରୁ ଦିନ 1ଟା ଯାଏଁ ଖୋଲା ରହିବ । ସେହିପରି ଗ୍ରୋସରୀ ଓ କ୍ଷୀର ଦୋକାନ ସକାଳ 6ରୁ ଦିନ 1ଟା ଯାଏଁ ଖୋଲିବ । ପରିବା ଓ ଫଳ ଦୋକାନ ସମ୍ପୂର୍ଣ୍ଣ ବନ୍ଦ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଆଜି ସକାଳୁ 5ରୁ କାଲି ମଧ୍ୟରାତ୍ର ଯାଏଁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026
Latest News

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.