Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ମହାମାରୀ ପାଇଁ ଅମରନାଥ ଯାତ୍ରା ବାତିଲ
ଆଜିର ଖବର

କରୋନା ମହାମାରୀ ପାଇଁ ଅମରନାଥ ଯାତ୍ରା ବାତିଲ

July 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମରନାଥ ଯାତ୍ରା
ଜୁଲାଇ ୩ ରେ ଆରମ୍ଭ ହେବ ଅମରନାଥ ଯାତ୍ରା: ଜାଣନ୍ତୁ ପଞ୍ଜୀକରଣ ପକ୍ରିୟା

ଶ୍ରୀନଗର, କରୋନା ମହାମାରୀ କାରଣରୁ ଏବର୍ଷର ଅମରନାଥ ଯାତ୍ରାକୁ ବାତିଲ କରି ଦିଆଯାଇଛି। ଆଜି ଶ୍ରୀନଗରରେ ଉପରାଜ୍ୟପାଳ ଏବଂ ମନ୍ଦିର ଟ୍ରଷ୍ଟ ବୋର୍ଡର ଏକ ବୈଠକରେ ଏହି ଯାତ୍ରା ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି।
ବାର୍ଷିକ ତୀର୍ଥଯାତ୍ରା ଶ୍ରାବଣ ପୂର୍ଣ୍ଣିମାରେ (ରାକ୍ଷୀପୂର୍ଣ୍ଣିମା) ସମ୍ପନ୍ନ ହୋଇଥାଏ | ଏହା ପରେ ପବିତ୍ର ଗୁମ୍ଫା ବନ୍ଦ ହୋଇଥାଏ | ତେବେ ଏଥର ଏହି ଯାତ୍ରା ଜୁନ 23ରୁ ଆରମ୍ଭ ହେବାର ଥିଲା, କିନ୍ତୁ କରୋନା ସଂକ୍ରମଣ ହେତୁ ପଞ୍ଜୀକରଣ ଆରମ୍ଭ ହୋଇପାରି ନଥିଲା |

ପରେ ନିଷ୍ପତ୍ତି ନିଆଯାଇଥିଲା ଯେ ଯାତ୍ରା ଜୁଲାଇ ୨୧ରୁ କରାଯାଇପାରିବ|କିନ୍ତୁ ଜୁଲାଇରେ କରୋନା ସଂକ୍ରମଣର ମାତ୍ରା ବଢିବା କାରଣରୁ ପ୍ରଶାସନ ଅମରନାଥ ଯାତ୍ରାକୁ ବାତିଲ କରିଛି | ତେବେ ଭକ୍ତଙ୍କ ଭାବନାକୁ ନଜରରେ ରଖି ଅମରନାଥଙ୍କର ଉଭୟ ସକାଳ ଓ ସନ୍ଧ୍ୟା ଧୂପ ଓ ଆଳତିର ସିଧାପ୍ରସାରଣ କରାଯିବ, ଯାହାକୁ ଭକ୍ତ ଲାଇଭ ଦେଖିପାରିବେ ବୋଲି କୁହାଯାଇଛି |

Share. Facebook Twitter LinkedIn Email WhatsApp Copy Link

Related Posts

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Latest News

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.