Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»28ଟି ଜିଲ୍ଲାରୁ 1078 : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

28ଟି ଜିଲ୍ଲାରୁ 1078 : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

July 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି 28ଟି ଜିଲ୍ଲାରୁ ମୋଟ୍‌ 1078 ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 371 ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ 121,  ରାୟଗଡାରୁ 96, ମାଲ୍‌କାନଗିରିରୁ 66, କଟକରୁ 57,  ଜଗତସିଂହପୁରରୁ 35, ଝାରସୁଗୁଡାରୁ 34, ସୁନ୍ଦରଗଡରୁ 29,  ପୁରୀରୁ 28, ବରଗଡରୁ 26, କେନ୍ଦ୍ରାପଡା ଓ ଗଜପତରୁ 24 ଜଣ ଲେଖାଏଁ ରହିଥିବାବଳେ ସମ୍ବଲପୁର ଓ ଯାଜପୁରରୁ 20ଜଣ ଲେଖାଏଁ ରହିଛନ୍ତି । ନବରଙ୍ଗପୁରରୁ 17,  କେଉଁଝରରୁ 16, କଳାହାଣ୍ଡି ଓ କୋରାପୁଟରୁ 15 ଜଣ ଲେଖାଏଁ ରହିଛନ୍ତି । କନ୍ଧମାଳ ଓ ମୟୁରଭଞ୍ଜରୁ 13,  ବାଲେଶ୍ବର ଓ ସୋନପୁରରୁ 10 ଜଣ ଲେଖାଏଁ ରହିଛନ୍ତି । ବଲାଙ୍ଗିରରୁ 6 ଜଣ ରହିଥିବାବେଳେ ନୟାଡରୁ 5,  ବୌଦ୍ଧରୁ 3ଜଣ, ଢେଙ୍କାନାଳରୁର 2 ଜଣ ଓ ଅନୁଗୁଳୁ ଓ ଭଦ୍ରକରୁ ଜଣେ ଲେଖାଏଁ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ରାତି ଅଧରେ ଘର ଉପରକୁ ବୋମାମାଡ଼: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ

January 28, 2026

ଟଳିଲା ଆଉ ଏକ ବିମାନ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ

January 28, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କଲେ ‘ଭିକାରୀ’ ହୋଇଯିବ ପାକିସ୍ତାନ?: ଜାଣନ୍ତୁ ସମୀକରଣ

January 28, 2026

‘ହୃଦୟସ୍ପର୍ଶୀ’!: ‘ବର୍ଡର ୨’ ଦେଖିବା ପରେ କହିଲେ ହ୍ରିତିକ୍ ରୋଶନ

January 28, 2026
Latest News

ରାତି ଅଧରେ ଘର ଉପରକୁ ବୋମାମାଡ଼: ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ

January 28, 2026

ଟଳିଲା ଆଉ ଏକ ବିମାନ ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ

January 28, 2026

‘ବିମାନ ଦୁର୍ଘଟଣାର ତଦନ୍ତ କରାଯାଉ’: ଅଜିତ ପାୱାରଙ୍କ ମୃତ୍ୟୁ ଉପରେ ମମତା ବାନାର୍ଜୀଙ୍କ ଦାବି

January 28, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କଲେ ‘ଭିକାରୀ’ ହୋଇଯିବ ପାକିସ୍ତାନ?: ଜାଣନ୍ତୁ ସମୀକରଣ

January 28, 2026

‘ହୃଦୟସ୍ପର୍ଶୀ’!: ‘ବର୍ଡର ୨’ ଦେଖିବା ପରେ କହିଲେ ହ୍ରିତିକ୍ ରୋଶନ

January 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.