Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣି 5 ଜଣଙ୍କ ଜୀବନ ଗଲା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 108କୁ ବୃଦ୍ଧି
ଆଜିର ଖବର

ଆଜି ପୁଣି 5 ଜଣଙ୍କ ଜୀବନ ଗଲା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 108କୁ ବୃଦ୍ଧି

July 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି ପାଞ୍ଚୋଟି ମୁଣ୍ଡ ନେଇଛି କରୋନା । ଆଜି ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ତିନିଜଣ ଥିବାବେଳେ ଗଜପତି  ଓ କନ୍ଧମାଳରୁ ଜଣେ ଲେଖାଏଁ ରହିଛନ୍ତି ବୋଲି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ଗଞ୍ଜାମରୁ ତିନି ମୃତକଙ୍କ ମଧ୍ୟରେ ଦୁଇଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି । ପୁରୁଷ ଦ୍ବୟଙ୍କ ବୟସ ଯଥାକ୍ରମେ 60 ଓ 61 ବର୍ଷହୋଇଥିବାବେଳେ ମହିଳାଙ୍କ ବୟସ 40 ବର୍ଷ ବୋଲି ସୂଚନା ରହିଛି । ଗଜପତିର ମୃତକଙ୍କ ବୟସ 72 ବର୍ଷ ହୋଇଥିବାବେଳେ କନ୍ଧମାଳର 87 ବର୍ଷୀୟ ବୃଦ୍ଧଙ୍କର ମୃତ୍ୟୁ ଘଟିଛି ।

ଆଜି ରାଜ୍ୟରୁ ପାଞ୍ଚଟି ମୃତ୍ୟୁ ପରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା 108କୁ ବୃଦ୍ଧି ହୋଇଛି। ଗଞ୍ଜାମରେ ସର୍ବାଧିକ 62କୁ ବୃଦ୍ଧି ହୋଇଛି । ସେହିପରି ଆଜି ଗଞ୍ଜାମ ଜିଲ୍ଲାରୁ ଅନ୍ୟ ଜଣେ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଛନ୍ତି ।

ସେହିପରି ରାଜ୍ୟରେ 31 ଜଣ କରୋନା ଆକ୍ରାନ୍ତ ହୋଇ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଛନ୍ତି ।

 

Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026
Latest News

ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ ବିଧାୟିକା ସୋଫିଆ ଫିରୋଦାସଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

March 14, 2026

ସିଲଚରରେ ୨୩୫୫୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 14, 2026

ୟୁପିରେ ଏଲପିଜି କଳାବଜାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ: ୧୪୮୩ ଟି ସ୍ଥାନରେ ଚଢାଉ, ଅନେକ ଗିରଫ

March 14, 2026

ବିଶ୍ଵ ସମ୍ମୁଖରେ ପାକିସ୍ତାନ ଲଜ୍ଜିତ: PSL ଛାଡି IPL ରେ ଯୋଗଦେଲେ ଏହି ପ୍ରସିଦ୍ଧ କ୍ରିକେଟର

March 14, 2026

ଶୁଭମନ ଗିଲଙ୍କୁ ମିଳିବ ସବୁଠାରୁ ବଡ଼ ପୁରସ୍କାର: ଘୋଷଣା କଲା ବିସିସିଆଇ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.