Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସପ୍ତାହେ ପାଇଁ ସଟ୍‌ଡାଉନ୍‌ ହେଲା ଏହି ଜିଲ୍ଲା
ଆଜିର ଖବର

ସପ୍ତାହେ ପାଇଁ ସଟ୍‌ଡାଉନ୍‌ ହେଲା ଏହି ଜିଲ୍ଲା

July 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାୟଗଡା : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାୟଗଡା ଜିଲ୍ଲାକୁ ଆସନ୍ତା 7 ଦିନ ପାଇଁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି । ଆସନ୍ତାକାଲିଠାରୁ ଜୁଲାଇ 29 ତାରିଖ ଯାଏଁ ସଟ୍‌ଡାଉନ୍‌ ରହିବା ନେଇ ଘୋଷଣା କରିଛନ୍ତି ଜିଲ୍ଲାପାଳ । କରୋନା ସଂକ୍ରମଣ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳ ପଦକ୍ଷେପ ନେଇଛନ୍ତି ।

ସୂଚନାଯୋଗ୍ୟ ଆଜି ରାୟଗଡା ଜିଲ୍ଲାରୁ  96 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ସର୍ବମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା 338ରେ ପହଞ୍ଚିଥିବାବଳେ 139 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଜିଲ୍ଲାରେ 2 ଜଣଙ୍କ ଜୀବନ ଯାଇଥିବାବେଳେ ଏବେ ସୁଦ୍ଧା 197ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

ରାୟଗଡା ସଟ୍‌ଡାଉନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026
Latest News

ପଖାଳ ଦିବସ ଅବସରରେ ଓଡ଼ିଆ ଭାଇଭଉଣୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 20, 2026

ପୁଣି ଥରେ ସୁନା ଏବଂ ରୂପା ମୂଲ୍ୟରେ ବୃଦ୍ଧି: ଜାଣନ୍ତୁ ଆଜିର ଦର

March 20, 2026

କେରଳରେ କେତେ ଆସନ ଜିତିବ ବିଜେପି?: ଆଶ୍ଚର୍ଯ୍ୟ ହେବେ ଶଶି ଥରୁରଙ୍କ ଉତ୍ତର ଶୁଣି

March 20, 2026

ଦ୍ୱିତୀୟ ଦିନ ସକାଳ ୧୦ଟା ସୁଦ୍ଧା ସମସ୍ତ ରେକର୍ଡ ଭାଙ୍ଗିଲା ‘ଧୁରନ୍ଧର ୨’: ଅତିକ୍ରମ କଲା ୧୫୦ କୋଟି

March 20, 2026

ଏବେ ଇଣ୍ଟରନେଟ୍ ବନ୍ଦ କରିବ ଇରାନ?: ବିପଦରେ ଭାରତ ସମେତ ଏହି ଦେଶଗୁଡ଼ିକର ନେଟୱାର୍କ

March 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.