Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭ୍ୟାକସିନ୍‌ ସମ୍ପର୍କରେ ଅଦର ପୁନାଓ୍ବାଲାଙ୍କ ସହକଥା ହେଲେ ନବୀନ ପଟ୍ଟନାୟକ
ଆଜିର ଖବର

ଭ୍ୟାକସିନ୍‌ ସମ୍ପର୍କରେ ଅଦର ପୁନାଓ୍ବାଲାଙ୍କ ସହକଥା ହେଲେ ନବୀନ ପଟ୍ଟନାୟକ

July 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଡ଼ିଶାରେ କରୋନା କାୟା ବିସ୍ତାର କରି ଚାଲିଥିବାବେଳେ ଆଜି ନବୀନ ପଟ୍ଟନାୟକ ଭ୍ୟାକସିନ୍‌ ସମ୍ପର୍କରେ ଅଦର ପୁନାଓ୍ବାଲାଙ୍କ ସହ ଆଲୋଚନା କରିଛନ୍ତି । ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ସିଇଓ ଅଦର ପୁନାଓ୍ବାଲାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ । କରୋନା ଭ୍ୟାକସିନ୍‌ ସମ୍ପର୍କରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଆଲୋଚନା କରିଛନ୍ତି ନବୀନ । ଭ୍ୟାକ୍‌ସିନର ସଫଳ ଅଗ୍ରଗତି ନେଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ।

ଓଡ଼ିଶାକୁ ଟୀକା ଯୋଗାଣରେ ସହଯୋଗ ଆଶା କରିଛନ୍ତି ନବୀନ ।  କ୍ଲିୟରାନ୍ସ ମିଳିବା ପରେ ଓଡ଼ିଶାକୁ ଆଗ ଟୀକା ମିଳିବା ନେଇ ଆଶା ପ୍ରକାଶ ପାଇଛି । ଟୀକା ଅଗ୍ରଗତିକୁ ନିରୀକ୍ଷଣ କରୁଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ପୁନାଓ୍ବାଲା ପ୍ରଶଂସା କରିଛନ୍ତି । ଅଗଷ୍ଟ ମଧ୍ୟଭାଗରେ ଟିକାର ପରବର୍ତ୍ତୀ ପରୀକ୍ଷଣ ହେବ ବୋଲି କହିଛନ୍ତି ପୁନାଓ୍ବାଲା। ଅକ୍ଟୋବର-ନଭେମ୍ବର ବେଳକୁ ଟୀକା ପ୍ରସ୍ତୁତ ହୋଇଯିବ ବୋଲି କହିଛନ୍ତି ପୁନାଓ୍ବାଲା । ଟୀକା ପାଇଁ ସେରମ-ରାଜ୍ୟ ସରକାର ଯୋଗାଯୋଗରେ ରହିବେ ବୋଲି କହିଛନ୍ତି ପୁନାଓ୍ବାଲା ।

naveenpattanaik
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.