Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶପଥ ନେଲେ 4 ଓଡ଼ିଆ ରାଜ୍ୟସଭା ସାଂସଦ
ଆଜିର ଖବର

ଶପଥ ନେଲେ 4 ଓଡ଼ିଆ ରାଜ୍ୟସଭା ସାଂସଦ

July 22, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରାଜ୍ୟସଭାରେ ଆଜି ଶପଥ ନେଇଛନ୍ତି ଓଡ଼ିଶାର 4  ନବ ନିର୍ବାଚିତ ରାଜ୍ୟସଭା ସାଂସଦ । ଓଡ଼ିଆରେ ଶପଥ ନେଲେ 4 ସାଂସଦ । ସାଂସଦ ସୁବାସ ସିଂ, ମୁନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତ ଶପଥ ନେଇଛନ୍ତି । ରାଜ୍ୟସଭା ଭିତରେ ସମୁଦାୟ 62 ସାଂସଦଙ୍କ ସହିତ ଏମାନେ ଶପଥ ନେଇଛନ୍ତି । ଓଡ଼ିଶାରୁ ଖାଲି ପଡିଥିବା 4ଟି ରାଜ୍ୟସଭା ଆସନ ପାଇଁ ବିଜେଡିର ଏହି 4 ଜଣ ସାଂସଦ ଆଜି ଶପଥ ନେଇଛନ୍ତି ।

ରାଜ୍ୟସଭା ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଉପସ୍ଥିତିରେ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି । ସୂଚନାଥାଉ କି, କରୋନା ପାଇଁ ବିଳମ୍ବରେ ଶପଥ ପାଠ କରାଯାଇଛି । ରାଜ୍ୟର 4 ସାଂସଦ ମାର୍ଚ୍ଚ 11 ତାରିଖରେ ନିଜର ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଥିଲେ ।

newdelhi RS
Share. Facebook Twitter LinkedIn Email WhatsApp Copy Link

Related Posts

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026
Latest News

“ନିର୍ଦ୍ଦେଶ କାହାର ଥିଲା?”: ଫର୍ମ-୬ ଉପରେ ନିର୍ବାଚନ କମିଶନଙ୍କୁ ପ୍ରଶ୍ନ କଲେ ରାହୁଲ ଗାନ୍ଧୀ

October 1, 2026

ଗଞ୍ଜାମରେ ଝାଡ଼ାବାନ୍ତି ଆତଙ୍କ: ୩ ମୃତ, ୫ରୁ ଅଧିକ ଆକ୍ରାନ୍ତ

October 1, 2026

କଂଗ୍ରେସ ଭବନ ବାହାରେ ଓକିଲଙ୍କ ମୃତଦେହ

October 1, 2026

ଧାରୁଆ ଅସ୍ତ୍ରରେ ଗଳା କାଟି ଯୁବତୀଙ୍କ ଆତ୍ମହତ୍ୟା

October 1, 2026

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ: ଥରିଲା ହିନ୍ଦୁକୁଶ, ଲୋକେ ଭୟଭୀତ

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.