ଭୁବନେଶ୍ବର, ଭାରତୀୟ ଜନତା ପାର୍ଟି ଆଜି ତାର ୩୬ଟି ସାଂଗଠନିକ ଜିଲ୍ଲା ପାଇଁ ପ୍ରଭାରୀ ନିଯୁକ୍ତି ଦେଇଛି। ରାଜ୍ୟ ଶାଖା ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଯୁକ୍ତି ଦିଆଯାଇଛି। ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।
ନଜର ପକାନ୍ତୁ କାହାକୁ କେଉଁ ଜିଲ୍ଲାର ଦାୟିତ୍ବ ଦିଆଯାଇଛି