Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଅଣାୟତ୍ତ କରୋନା : ଗତ 24 ଘଣ୍ଟାରେ ସର୍ବାଧିକ 45 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, 1129 ମୃତ
ଆଜିର ଖବର

ଦେଶରେ ଅଣାୟତ୍ତ କରୋନା : ଗତ 24 ଘଣ୍ଟାରେ ସର୍ବାଧିକ 45 ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, 1129 ମୃତ

July 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ :  ଗତ 24 ଘଣ୍ଟାରେ 1129ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ କରୋନା ମୃତ୍ୟୁ ସଂଖ୍ୟା 29 ହଜାର 861କୁ ବୃଦ୍ଧି ହୋଇଛି । ଆକ୍ରାନ୍ତଙ୍କ ସଂଖ୍ୟା 12 ଲକ୍ଷ 38 ହଜାର 635ରେ ପହଞ୍ଚିଛି । କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ 24 ଘଣ୍ଟାରେ ସର୍ବାଧିକ 45 ହଜାର 720 ଆକ୍ରାନ୍ତ ରହିଥିବାବେଳେ 1129 ଜଣ ମୃତ୍ୟୁବରଣ କରିଛନ୍ତି । ଦେଶରେ ସକ୍ରିୟ ଆକ୍ରାନ୍ତ 4 ଲକ୍ଷ 26 ହଜାର 167 ରହିଥିବାବେଳେ ସୁସ୍ଥ ହୋଇଛନ୍ତି 7 ଲକ୍ଷ 82 ହଜାର 606ଜଣ ।

ମହାରାଷ୍ଟ୍ରରେ ସର୍ବାଧିକ 3 ଲକ୍ଷ 37 ହଜାର 607 ଜଣ ଆକ୍ରାନ୍ତ ରହିଥିବାବେଳେ ମୃତ୍ୟୁ ସଂଖ୍ୟା 12 ହଜାର 556କୁ ବୃଦ୍ଧି ହୋଇଛି । ଦିଲ୍ଲୀରେ ସେହିପରି 3 ହଜାର 619ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ତାମିଲନାଡୁରେ 3 ହଜାର 144 ଜଣଙ୍କର ମୃତ୍ୟୁ ହୋଇଛି । ଗୁଜୁରାଟରେ 2ହଜାର 224 ଜଣଙ୍କର ମୃତ୍ୟୁ ହୋଇଛି । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ବିବାଦୀୟ ବିବୃତ୍ତି ମାମଲା: କଂଗ୍ରେସ ନେତାଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି

March 30, 2026

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026
Latest News

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ବିବାଦୀୟ ବିବୃତ୍ତି ମାମଲା: କଂଗ୍ରେସ ନେତାଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି

March 30, 2026

ଓଡିଶାରେ ଯୁଦ୍ଧର ପ୍ରଭାବ, ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ଡାକିଲେ ଜିଲ୍ଲାପାଳମାନଙ୍କ ବୈଠକ

March 30, 2026

ବାଣପୁର ଓକିଲ ସଂଘ ନିର୍ବାଚନ: ନିର୍ବାଚନ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ପରାଜିତ ପ୍ରାର୍ଥୀ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.