Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରୁ ଦିନକରେ 126 ଆକ୍ରାନ୍ତ, ଅଟାକଳରୁ ଆଜି ଆଉ 35
ଆଜିର ଖବର

ଭୁବନେଶ୍ବରରୁ ଦିନକରେ 126 ଆକ୍ରାନ୍ତ, ଅଟାକଳରୁ ଆଜି ଆଉ 35

July 23, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ରାଜଧାନୀ ଭୁବନେଶ୍ବରରେ କରୋନା କମିବା ନାଁ ନେଉନାହିଁ। ଆଜି ପୁଣି ଥରେ ଭୁବନେଶ୍ବର ସହରରୁ ଆଉ 126 ପଜିଟିଭ ଚିହ୍ନଟ ହୋଇଛନ୍ତି। ଲକଡାଉନ ସତ୍ତ୍ବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବ୍ୟାପିବାରେ ଲାଗିଛି।

ଆକ୍ରାନ୍ତ 126 ଜଣଙ୍କ ମଧ୍ୟରୁ 93 ଜଣ କ୍ବାରେଣ୍ଟିନ ଏବଂ 33 ଲୋକାଲ କଣ୍ଟାକ୍ଟ କେସ୍ ରହିଛନ୍ତି। ମଞ୍ଚେଶ୍ବରରେ ଥିବା ଏକ ଅଟାକଳର ଆଉ 35 କର୍ମଚାରୀ ଆକ୍ରାନ୍ତ ହୋଇଛନ୍ତି। ଗତକାଲି ଏହି ଅଟାକଳରୁ 26 କର୍ମଚାରୀ କରୋନା ଆକ୍ରାନ୍ତ ହୋଇଥିଲେ। ଦୁଇଦିନରେ ଏହି ନିର୍ଦ୍ଦିଷ୍ଟ ଅଟାକଳରୁ 61 ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସମ୍ପୃକ୍ତ ଅଟାକଳକୁ ସିଲ୍ କି ଦିଆଯାଇଛି।Imageଚନ୍ଦ୍ରଶେଖରପୁରରୁ 9, ୟୁନିଟ-2 ଅଞ୍ଚଳରୁ 7 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରସୁଲଗଡରୁ 4, ଏକ ଘରୋଇ ହସ୍ପିଟାଲର 4 କର୍ମଚାରୀ, ରିଜର୍ଭ ପୋଲିସ କଲୋନିରୁ 3, ନୟାପଲ୍ଲୀ ଅଞ୍ଚଳରୁ 2 ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀ ନୂଆସାହିରୁ ଜଣେ ୫୦ ବର୍ଷୀୟ ମହିଳା, ଲକ୍ଷ୍ମୀବିହାରରୁ ଜରେ ୨୦ ବର୍ଷୀୟ ମହିଳା, ୟୁନିଟ-୮ସ୍ଥିତ ଡିଏଭି ସ୍କୁଲ ନିକଟରୁ ଜଣେ ୩୯ ବର୍ଷିଅ ପୁରୁଷ, ପାତ୍ରପଡ଼ାରୁ ଜଣେ ୩୦ ବର୍ଷିଅ ଯୁବକ, ଗଜପତି ନଗରରୁ ଜଣେ ୨୬ ବର୍ଷିଅ ଯୁବକ, ରାଜମହଲ ଛକ ନିକଟରୁ ନିର୍ମାଣାଧୀନ ଏକ କମ୍ପାନିରୁ ୨୮ ବର୍ଷିଅ ଜଣେ ପୁରୁଷ, ରିଜର୍ଭ ପୁଲିସ କଲୋନିରୁ ୩ ଜଣ ପୁରୁଷ (୨୫, ୩୮ ଓ ୩୦ ବର୍ଷ), ଏକ ଘରୋଇ ହସ୍‌ପିଟାଲରୁ ୪ ଜଣ ପୁରୁଷ (୨୦, ୩୨ ବର୍ଷିଅ ୨ଜଣ ଓ ୨୯ ବର୍ଷ) କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ପୂର୍ବରୁ ଚିହ୍ନଟ କରୋନା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ।

Imageଭୁବନେଶ୍ବରରୁ ଆଜି ମୋଟ 81 ଜଣ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ଏପର୍ଯ୍ୟନ୍ତ ଭୁବନେଶ୍ୱରରେ ୧୪୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୦୫ ଜଣ ସୁସ୍ଥ ହୋଇଥିବା ବେଳେ ୬୫୧ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି।

Bhubanesar bmc corona update
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.