Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରେ 643 କରୋନା ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ଆଜି ରାଜ୍ୟରେ 643 କରୋନା ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

July 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆଜି ରାଜ୍ୟରେ ଆଉ 643 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଂଜାମ ଜିଲ୍ଲାରୁ ସର୍ବାଧିକ 407 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ 44, ବାଲେଶ୍ବରରୁ 31, ମୟୂରଭଂଜରୁ 28, କଟକରୁ 27, ଜଗତସିଂହପୁରରୁ 15, ବରଗଡ଼ ଓ କନ୍ଧମାଳରୁ 14 ଲେଖାଏଁ ସୁସ୍ଥ ହୋଇଛନ୍ତି।

ଢେଙ୍କାନାଳ ଓ କେନ୍ଦୁଝରରୁ 11 ଲେଖାଏଁ, ଭଦ୍ରକରୁ 8 ସୁସ୍ଥ, ଗଜପତିରୁ 6, ବଲାଙ୍ଗିର ଓ ଝାରସୁଗୁଡ଼ାରୁ 5 ଲେଖାଏଁ ସୁସ୍ଥ ହୋଇଛନ୍ତି। ଯାଜପୁର ଓ ସୁନ୍ଦରଗଡରୁ 4, କେନ୍ଦ୍ରାପଡ଼ା ଓ କୋରାପୁଟରୁ 3 ଲେଖାଏଁ, ସମ୍ବଲପୁରରୁ 2 ଏବଂ ଅନୁଗୁଳରୁ ଜଣେ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଏଯାବତ ମୋଟ ଆରୋଗ୍ୟ ସଂଖ୍ୟା 14 ହଜାର 392ରେ ପହଞ୍ଚିଛି।

corona update
Share. Facebook Twitter LinkedIn Email WhatsApp Copy Link

Related Posts

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026

ବିକାଶର ଧାରା ଓଡ଼ିଶା ସାରା: ଖୋର୍ଦ୍ଧା ବ୍ଲକ ସ୍ତରୀୟ ଜନସଚେତନତା ଓ ସେବା କାର୍ଯ୍ୟକ୍ରମ

June 23, 2026

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026
Latest News

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026

ଧନବାଦ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ 

June 23, 2026

ପାକିସ୍ତାନ ମିଥ୍ୟା ଦାବିର ପର୍ଦ୍ଦାଫାସ: ସମସ୍ତ ୩୬ ଟି ରାଫେଲର ଟେଣ୍ଡର ଡକ୍ୟୁମେଣ୍ଟ ଜାରି କଲା ବାୟୁସେନା

June 23, 2026

ବିକାଶର ଧାରା ଓଡ଼ିଶା ସାରା: ଖୋର୍ଦ୍ଧା ବ୍ଲକ ସ୍ତରୀୟ ଜନସଚେତନତା ଓ ସେବା କାର୍ଯ୍ୟକ୍ରମ

June 23, 2026

ରାସ୍ତା ଦୁର୍ଘଟଣାର ଶିକାର ହୋଇ ଗୁରୁତର ବାଛୁରୀର ଜୀବନ ରକ୍ଷା କଲା ସୋଆ ପଶୁ ଚିକିତ୍ସାଳୟ

June 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.