Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଦିବାସୀ ନାବାଳିକା ସହ ଗଣଦୁଷ୍କର୍ମ ଏବଂ ହତ୍ୟା ଘଟଣାର ସରଜମିନ ତଦନ୍ତ କଲେ ବିଜେପିର ୩ ଜଣିଆ ଦଳ 
ଆଜିର ଖବର

ଆଦିବାସୀ ନାବାଳିକା ସହ ଗଣଦୁଷ୍କର୍ମ ଏବଂ ହତ୍ୟା ଘଟଣାର ସରଜମିନ ତଦନ୍ତ କଲେ ବିଜେପିର ୩ ଜଣିଆ ଦଳ 

July 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋରାପୁଟ ଜିଲ୍ଲା କୋଟପାଡ ବ୍ଲକ ଚିତ୍ରା ପଂଚାୟତର ଆଦିବାସୀ ନାବାଳିକା ସହ ଗଣଦୁଷ୍କର୍ମ ଏବଂ ହତ୍ୟା ଘଟଣାର ସରଜମିନ ତଦନ୍ତ କରି ଫେରିଲା ବିଜେପିର ୩ ଜଣିଆ ପ୍ରତିନିଧୀ ଦଳ 

ଭୁବନେଶ୍ୱର, ଗତ ଜୁଲାଇ୨୦ ତାରିଖରେ କିଛି ଦୃର୍ବୁତ କୋରାପୁଟ ଜିଲ୍ଲା କୋଟପାଡ ବ୍ଲକ ଚିତ୍ରା ପଂଚାୟତ ବାଗଚୁଆଁ ଗାଁର ଜଣେ ଆଦିବାସୀ ନାବାଳିକା ସହ ଗଣଦୁଷ୍କର୍ମ କରି ହତ୍ୟା କରିଥିଲେ। ଏହି ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ମହିଳାମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ସ୍ମୃତି ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କୋରାପୁଟ ଜିଲ୍ଲାର ବିଜେପି ନେତ୍ରୀ ସୁରଭି ପାଣି ଓ ଅଂଜଳୀ ମିଶ୍ରଙ୍କ ନେତୃତ୍ୱରେ ୩ ଜଣିଆ ପ୍ରତିନିଧୀ ଦଳ ମୃତା ନାବାଳିକାଙ୍କ ପରିବାର ସଦସ୍ୟକୁ ଭେଟିବା ସହ ଘଟଣାସ୍ଥଳକୁଯାଇ ସରଜମିନ ତଦନ୍ତ କରିଛନ୍ତି।

ପ୍ରତିନିଧୀ ଦଳ ପ୍ରଥମେ ମୃତା ନାବାଳିକାଙ୍କ ଗାଁ ବାଗଚୁଆଁ ଠାରେ ପହଂଚି ପରିବାର ସଦସ୍ୟ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ସହ ଘଟଣା ସଂପର୍କରେ ବିସ୍ତୁତ ଭାବେ ଆଲୋଚନା କରିଥିଲେ। ପରିବାର ଲୋକ ମୃତା ନାବାଳିକା ଶରୀରର ଅନେକ ସ୍ଥାନରେ କ୍ଷତବିକ୍ଷତ ଚିହ୍ନ ଥିବା କଥା ଜଣାଇଛନ୍ତି। ପରେ କୋଟପାଡ ଥାନା ଆଇଆଇସିଙ୍କ ସହ ପ୍ରତିନିଧୀ ଦଳ ଆଲୋଚନା କରି ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବୀ କରିଥିଲେ। ପ୍ରତିନିଧୀ ଦଳ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ପୋଷ୍ଟମର୍ଟମ କରିଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ ବି କୌଣସି ସନ୍ତୋଷଜନକ ଉତର ମିଳିନଥିଲା। ତଦନ୍ତ ପରେ ପ୍ରତିନିଧୀ ଦଳ ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀଙ୍କୁ ଭିଡିଓ କନଫରେନ୍ସିରେ ସମସ୍ତ ତଥ୍ୟ ପ୍ରଦାନ କରିଥିଲେ।

odishabjp ଓଡିଶା ବିଜେପି ବିଜେପି ମହିଳା ମୋର୍ଚ୍ଚା
Share. Facebook Twitter LinkedIn Email WhatsApp Copy Link

Related Posts

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.