Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 28 ଜିଲ୍ଲାରୁ ମୋଟ୍‌ 1594 ପଜିଟିଭ୍‌ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ
ଆଜିର ଖବର

ଆଜି 28 ଜିଲ୍ଲାରୁ ମୋଟ୍‌ 1594 ପଜିଟିଭ୍‌ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

July 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରେ 28ଟି ଜିଲ୍ଲାରୁ 1594 ପଜିଟିଭ୍‌ ଚିହ୍ନଟ ହୋଇଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 732 ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ 320, କଟକରୁ 136, ଭଦ୍ରକରୁ 60, ସୁନ୍ଦରଗଡରୁ 56, ବୌଦ୍ଧରୁ 41, କୋରାପୁଟରୁ 33, ମୟୂରଭଞ୍ଜରୁ 32, ପୁରୀରୁ 30, ବାଲେଶ୍ବରରୁ 22, କେଉଁଝରରୁ 20, କନ୍ଧମାଳରୁ 17, ସମ୍ବଲପୁରରୁ 13, ନୟାଗଡ ଓ ଅନୁଗୁଳ 10ରୁ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି ।  କେନ୍ଦ୍ରାପଡା ଓ ମାଲ୍‌କାନଗିରିରୁ 9,  ବରଗଡ ଓ ଝାରସୁଗୁଡାରୁ 8 ଜଣ ଲେଖାଏଁ ରହିଥିବାବେଳେ ବଲାଙ୍ଗିରରୁ 6 ଜଣ ଲେଖାଏଁ ରହିଛନ୍ତି । ସେହିପରି  ଯାଜପୁରରୁ 5, ସୋନପୁରରୁ 4, ଜଗତସିଂହପୁର, ଗଜପତି, ନବରଙ୍ଗପୁରରୁ 3 ଜଣ ଲେଖାଏଁ ରହିଛନ୍ତି ।  ଢେଙ୍କାନାଳରୁ 2 ଜଣ ରହିଥିବାବେଳେ କଳାହାଣ୍ଡି ଓ ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Latest News

IIHT ରେ ଫ୍ୟାସନ ଶୋ ଓ ହ୍ୟାଣ୍ଡଲୁମ୍ ପ୍ରଦର୍ଶନୀ ଆୟୋଜିତ

April 4, 2026

‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’: ମୋଟ ୫୭ଟି ପଦକ ସହ ଚାମ୍ପିୟନ ହେଲା ‘ଟିମ୍ ଓଡ଼ିଶା’

April 4, 2026

ପଶ୍ଚିମ ଏସିଆର ପରିସ୍ଥିତି ଉପରେ ସରକାରଙ୍କ ପଦକ୍ଷେପ: ଏଲପିଜି ବଣ୍ଟନକୁ ପ୍ରାଥମିକତା

April 4, 2026

ଗଞ୍ଜାମ ଓକିଲ ସଂଘ ନବ ନିର୍ବାଚିତ କର୍ମକର୍ତ୍ତାଙ୍କ ଶପଥ ଗ୍ରହଣ

April 4, 2026

ରାଶିଫଳ: ଏପ୍ରିଲ ୪ ତାରିଖରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ପାଇଁ ଚିନ୍ତାଜନକ ଖବର

April 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.