Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ବିଧାନସଭାର 5 ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ
ଆଜିର ଖବର

ଓଡ଼ିଶା ବିଧାନସଭାର 5 ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ

July 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଓଡ଼ିଶା ବିଧାନସଭାର 5 ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିବା ବାଚସ୍ପତି ସୂର୍ଯ୍ୟ ପାତ୍ର ସୂଚନା ଦେଇଛନ୍ତି । ସମ୍ପୃକ୍ତ କର୍ମଚାରୀଙ୍କୁ ହୋମ୍ ଆଇସୋଲେସନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।  ତିନି  ତଳେ ସେମାନଙ୍କ ଟେଷ୍ଟ କରାଇଥିଲେ, ରିପୋର୍ଟ ପଜିଟିଭ୍‌  ଆସିଛି । ଏବେ 31 ତାରିଖ ଯାଏଁ ବିଧାନସଭା ବନ୍ଦ ରହିଥିବା ବାଚସ୍ପତି ।  ଆସନ୍ତା ମାସ ପହିଲାରୁ ତିନି ଦିନ ସରକାରୀ ଛୁଟି ଥିବାରୁ ବିଧାନସଭା 4 ତାରିଖରେ ଖୋଲିବ । ତେବେ ଏହି ବନ୍ଦ ସମୟରେ ସମ୍ପୂର୍ଣ୍ଣ ପରିସରକୁ ସାନିଟାଇଜ୍‌ କରାଯିବ । ଏହା ସହ ପଜିଟିଭ୍‌ କର୍ମଚାରୀଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ସମସ୍ତ କର୍ମଚାରୀଙ୍କ ସ୍ବାବ୍‌ ଟେଷ୍ଟ କରାଯିବ ।

ବିଧାନସଭା
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.