Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ବସ୍ତି ଅଞ୍ଚଳକୁ ବ୍ୟାପିଲା କରୋନା, ଦିନକରେ 248, ଜାଣନ୍ତୁ କେଉଁ ସ୍ଥାନରୁ କେତେ
ଆଜିର ଖବର

ଭୁବନେଶ୍ବରରେ ବସ୍ତି ଅଞ୍ଚଳକୁ ବ୍ୟାପିଲା କରୋନା, ଦିନକରେ 248, ଜାଣନ୍ତୁ କେଉଁ ସ୍ଥାନରୁ କେତେ

July 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କରୋନା ଏବେ ରାଜଧାନୀ ଭୁବନେଶ୍ବରର ବସ୍ତି ଅଞ୍ଚଳରେ ହୁ ହୁ ହୋଇ ବଢିବାରେ ଲାଗିଠି। ଆଜି ସର୍ବାଧିକ କରୋନା ଆକ୍ରାନ୍ତ ବସ୍ତି ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ବରରେ ଆଉ 248 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ସଂଗରୋଧରୁ 207 ଏବଂ ଲୋକାଲ କଣ୍ଟାକ୍ଟ କେସ୍ 41 ଜଣ ରହିଛନ୍ତି।

ବିଜେବି ନଗର ମହିଷାଖାଲ ବସ୍ତିରୁ 45 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀ ସୀତାପୁର ବସ୍ତିରୁ ଆଉ 20 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ବ୍ୟତୀତ ଏକ ଘରୋଇ ହସ୍ପିଟାଲର 27 ଜଣ କର୍ମଚାରୀ ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି।

Image

ଲକ୍ଷ୍ମୀ ବିହାରରୁ 6, ନୟାପଲ୍ଲୀ ତ୍ରିନାଥ ବସ୍ତିରୁ 6 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀ ଗାନ୍ଧୀ ବସ୍ତିରୁ 6, ୟୁନିଟ 3 ମାଳି ସାହି କଲୋନିରୁ 5 ଜଣ ଚିହ୍ନଟ ହୋଇଛନ୍ତି। ପାଣ୍ଡରା ଜିଜିପି କଲୋନୀରୁ5, ଲକ୍ଷ୍ମୀସାଗରରୁ 5 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆପଲ୍ଲୀ କ୍ରିଷ୍ଣାବଳରାମ ବିହାରରୁ 4, ୟୁନିଟ-1 ଅଞ୍ଚଳରୁ 4 ଚିହ୍ନଟ ହୋଇଛନ୍ତି।

ରାଜମହଲ ଛକ ନିକଟ ନିର୍ମାଣ ସଂସ୍ଥାର ଆଉ 4 କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଆଇଆରସି ଭିଲେଜର 2ଟି ସ୍ଥାନରୁ 6, ସାଲିଆସାହିରୁ 3, ନୟାପଲ୍ଲୀରୁ 3, ଶୈଳଶ୍ରୀ ବିହାରରୁ 3, ଚିନ୍ତାଣିଶ୍ବରରୁ 3, ନୟାପଲ୍ଲି ବେହେରା ସାହିରୁ 3, ଆଇଆରସି ଭିଲେଜ ଏନ6 ଅଞ୍ଚଳରୁ 3, ଖଣ୍ଡଗିରିରୁ 4, ଲକ୍ଷ୍ମୀସାଗରରୁ 2, କେନ୍ଦ୍ରୀୟ ହସ୍ପିଟାଲରୁ 2 ଜଣ ଲେଖାଏଁ ଲୋକାଲ କଣ୍ଟାକ୍ଟ କେସ ଚିହ୍ନଟ ହୋଇଛନ୍ତି।

Image

ଆଜି ଭୁବନେଶ୍ବର ସହରରେ 29 ଜଣ ସୁସ୍ଥ ହୋଇଥିବା ସୂଚନା ରହିଛି।

bhubaneswar bmc corona update
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.