Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରୀକ୍ଷାଗାର ଭିତ୍ତିଭୂମିରେ ଦ୍ରୁତ ବିକାଶ, ବର୍ତ୍ତମାନ ସୁଦ୍ଧା ୧.୫ କୋଟିରୁ ଊର୍ଦ୍ଧ୍ଵ ନମୁନା ହେଲାଣି ପରୀକ୍ଷା
ଆଜିର ଖବର

ପରୀକ୍ଷାଗାର ଭିତ୍ତିଭୂମିରେ ଦ୍ରୁତ ବିକାଶ, ବର୍ତ୍ତମାନ ସୁଦ୍ଧା ୧.୫ କୋଟିରୁ ଊର୍ଦ୍ଧ୍ଵ ନମୁନା ହେଲାଣି ପରୀକ୍ଷା

July 24, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଏ ପର୍ଯ୍ୟନ୍ତ ୧,୫୪,୨୮,୧୭୦ କୋଭିଡ-୧୯ ନମୁନା ପରୀକ୍ଷା କରାଯାଇଛି। କେବଳ ଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମିତଙ୍କୁ ଚିହ୍ନଟ କରିବା ପାଇଁ ୩,୫୨,୮୦୧ ନମୁନା ପରୀକ୍ଷା କରାଯାଇଛି। ସେହି ଅନୁସାରେ ଦେଶରେ ଏବେ ୧୦ ଲକ୍ଷ ଜନସଂଖ୍ୟାରେ ୧୧୧୭୯.୮୩ ନମୁନା ପରୀକ୍ଷା କରାଯାଉଛି, ଯାହା ପରୀକ୍ଷାଗାରର ବ୍ୟାପକ ବୃଦ୍ଧି ଯୋଗୁଁ ସମ୍ଭବ ହୋଇପାରିଛି।

ବର୍ତ୍ତମାନ ସୁଦ୍ଧା ୧୨୯୦ଟି ପରୀକ୍ଷାଗାରରେ ଏହି ପରୀକ୍ଷଣ କରାଯାଉଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କ ସମନ୍ଵୟ ଯୋଗୁଁ ବିଭିନ୍ନ ପଦ୍ଧତିରେ ଏହି ପରୀକ୍ଷଣ ହେଉଛି। ଆଇସିଏମଆର ଦ୍ଵାରା ସ୍ଵୀକୃତ ଆରଟି-ପିସିଆର ପରୀକ୍ଷାଗାର ଅତ୍ୟାଧୁନିକ ନମୁନା ପରୀକ୍ଷଣରେ ମୁଖ୍ୟ ଆୟୁଦ୍ଧ ହୋଇଥିବା ବେଳେ ଦେଶରେ ବର୍ତ୍ତମାନ ସରକାରୀ କ୍ଷେତ୍ରରେ ୮୯୭ ଓ ଘରୋଇ କ୍ଷେତ୍ରରେ ୩୯୩ଟି ପରୀକ୍ଷାଗାର କାର‌୍ୟ୍ୟ କରୁଛି।

Covid Test
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026

ଆଜି ଗଣପର୍ବ ନୂଆଁଖାଇ: ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର

September 15, 2026

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026

ସାମାନ୍ୟ ବିବାଦରୁ ବୋମାମାଡ଼

September 15, 2026
Latest News

ଜମିକୁ ପାଣି ମଡ଼ାଇବାକୁ କେନ୍ଦ୍ର କରି ଦିଅର-ଭାଉଜ ମାଡ଼ପିଟ୍‌: ଭାଉଜଙ୍କ ଭାଙ୍ଗିଲା ହାତ, ଦିଅର ଗିରଫ

September 15, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ ଜଳିବ ‘ଆଶୀର୍ବାଦର ଦୀପ’: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

September 15, 2026

ଆଜି ଗଣପର୍ବ ନୂଆଁଖାଇ: ସମଗ୍ର ପଶ୍ଚିମ ଓଡ଼ିଶା ଉତ୍ସବ ମୁଖର

September 15, 2026

ରାଶିଫଳ: ସେପ୍ଟେମ୍ବର ୧୫ ତାରିଖରେ ସାତୋଟି ରାଶି ପାଇଁ ରହିଛି ଖୁସି ଖବର

September 15, 2026

ସାମାନ୍ୟ ବିବାଦରୁ ବୋମାମାଡ଼

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.