Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବରଗଡ଼ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧୀ
ଆଜିର ଖବର

ଆଜି ବରଗଡ଼ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ୍‌ ଗାନ୍ଧୀ

March 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Rahul gandhi's public rally at baragarh
Rahul gandhi's public rally at baragarh

ଜାତୀୟ କଂଗ୍ରେସର ଅଧ୍ୟକ୍ଷ ରାହୁଲ ଗାନ୍ଧୀ  ଆଜି ବରଗଡ଼ ଜିଲ୍ଲା ଗସ୍ତରେ ଆସୁଛନ୍ତି। ଶୁକ୍ରବାର ରାୟପୁରରୁ ହେଲିକପ୍ଟରରେ ବାହାରି ବରଗଡ଼ ସହର ନିକଟସ୍ଥ ସରସରା ଗାଁ ପଡ଼ିଆଠାରେ ଅପରାହ୍ନରେ ରାହୁଲ ଓହ୍ଲାଇବେ। ଏଠାରେ ପରିବର୍ତନ ସଂକଳ୍ପ ସମାବେଶରେ ଯୋଗ ଦେବେ। ଏହି ସମାବେଶରେ ପ୍ରାୟ ୫୦,୦୦୦ରୁ ଉଦ୍ଧ୍ବ ଜନସମାବେଶ ହେବ ବୋଲି ସୂଚନା ରହିଛି। ନିର୍ବାଚନ ତାରିଖ ଘୋଷଣା ପରେ ରାହୁଲ୍‌ଙ୍କ ବରଗଡ଼ ଗ୍ରସ୍ତ ଓଡ଼ିଶା କଂଗ୍ରେସ ପାଇଁ ସଂଜୀବନି ପାଲଟିଛି। ନିର୍ବାଚନ ପୂର୍ବରୁ ଦଳୀୟ ନେତୃବୃନ୍ଦ, କର୍ମୀ ଓ ସମର୍ଥକଙ୍କ ମହଲରେ ଉତ୍ସାହ ଦେଖାଦେଇଛି। ସମାବେଶକୁ ସଫଳ କରିବା ପାଇଁ ଦଳ ପକ୍ଷରୁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ। ଏହି ପରିପ୍ରେକ୍ଷୀରେ ଗୁରୁବାର ସୋନପୁରର ଏକ ହୋଟେଲ ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଏଥିରେ ଏଆଇସିସି ସମ୍ପାଦକ ତଥା କଂଗ୍ରେସର ଓଡିଶା ସହ ପ୍ରଭାରୀ ସେଖ୍‌ ମାସ୍ତାନ ୱାଲି ଯୋଗଦେଇ ରାହୁଲଙ୍କ ଗସ୍ତ ସମ୍ପର୍କରେ ସୂଚନା ଦେଇଥିଲେ। ତେବେ ଏଠାରେ ଯୋଗଦେଇ ରାହୁଲ୍‌ ବିଜେଡ଼ି ଓ ବିଜେପିକୁ ଟାର୍ଗେଟ୍‌ କରିବା ସହ କଂଗ୍ରେସ ସରକାରକୁ ଆସିଲେ ଓଡ଼ିଶା ବାସୀ ତଥା ବରଗଡ଼ବାସୀଙ୍କ ପାଇଁ କ’ଣ କରିବେ, ସେ ବିଷୟରେ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026
Latest News

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.