Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ପରିବାର ମଧ୍ୟରେ ସଂଘର୍ଷ : ଜଣେ ମୃତ
ଆଜିର ଖବର

ଦୁଇ ପରିବାର ମଧ୍ୟରେ ସଂଘର୍ଷ : ଜଣେ ମୃତ

July 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଠଗଡ : ଜମି ବିବାଦକୁ କେନ୍ଦ୍ର କରି 2 ପରିବାର ମଧ୍ୟରେ ସଂଘର୍ଷ  ହୋଇଛି । ଖୁଣ୍ଟିଣୀ ଥାନା ଧୁରୁସିଆ ଗାଁରେ ବିଳମ୍ବିତ ରାତ୍ରିରେ ଏହି ଗଣ୍ଡଗୋଳ ଘଟିଥିବାର ସୂଚନା ରହିଛି ।  ଗୋଟିଏ ପରିବାରର ଠେଙ୍ଗା ମାଡରେ ଅନ୍ୟ ଏକ ପରିବାରର ଜଣେ ମୃତ ହୋଇଥିବାର ସୂଚନା ମିଳିଛି । ଜମିବାଡିକୁ କେନ୍ଦ୍ର କରି ଉଭୟଙ୍କ ପକ୍ଷରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଏହି ସଂଘର୍ଷରେ ଠେଙ୍ଗା ମାଡରେ ଉଭୟ ପକ୍ଷରୁ 4 ଜଣ ଆହତ ହୋଇଛନ୍ତି । ଗୁରୁତର ଆହତଙ୍କୁ ଆଠଗଡ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଗୋଷ୍ଠୀ ସଂଘର୍ଷକୁ ନେଇ ଗାଁରେ ଉତ୍ତେଜନା ଲାଗି ରହିଥିଲା । ଘଟଣାସ୍ଥଳରେ ସାଇଣ୍ଟିଫିକ୍‌ ଟିମ୍‌ ସହ ଖୁଣ୍ଟୁଣୀ ପୋଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଗୋଷ୍ଠୀ ସଂଘର୍ଷ ଜଣେ ମୃତ ଜମିବାଡି ବିବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026
Latest News

ହୁଥି ବିଦ୍ରୋହୀଙ୍କ ଆକ୍ରମଣ: ଲାଲ ସାଗରରେ ବୁଡ଼ିଗଲା ଭାରତୀୟ ଜାହାଜ 

August 4, 2026

କ୍ରାଇମବ୍ରାଞ୍ଚରେ ଆତ୍ମସମର୍ପଣ କଲେ ଶରଣକୁଳ ଥାନାର ନିଲମ୍ବିତ ଇନ୍ସପେକ୍ଟର

August 4, 2026

ଜନ୍ମ–ମୃତ୍ୟୁ ପଞ୍ଜୀକରଣର ନିୟମ ବଦଳିଲା : ସଂଶୋଧନ ବିଲ୍‌କୁ ରାଜ୍ୟସଭାର ମଞ୍ଜୁରୀ

August 4, 2026

ରାଷ୍ଟ୍ରପତିଙ୍କୁ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର କଳାକୃତି ଉପହାର ପ୍ରଦାନ କଲେ ରାଜ୍ୟପାଳ

August 4, 2026

BYD EV ଉପରେ ବଡ଼ ଅଫର ଉପଲବ୍ଧ: କମ ହେଲା EMI

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.