Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»24 ଜିଲ୍ଲାରୁ 1320 ପଜିଟିଭ୍‌ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ
ଆଜିର ଖବର

24 ଜିଲ୍ଲାରୁ 1320 ପଜିଟିଭ୍‌ ଚିହ୍ନଟ : ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

July 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି 24 ଜିଲ୍ଲାରୁ 1320 ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 560ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ 174, ଗଜପତି ଓ ପୁରୀରୁ 90ଜଣ ଲେଖାଏଁ ରହିଛନ୍ତି ।  ରାୟଗଡାରୁ 65, ସୁନ୍ଦରଗଡ ଓ କଟକରୁ 47 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । କନ୍ଧମାଳରୁ 39 ଜଣ ଚିହ୍ନଟ ହୋଇଥିବାବେଳେ ନୟାଗଡରୁ 38, କୋରାପୁଟରୁ 30,  ଭଦ୍ରକରୁ 28, କେଉଁଝରରୁ 24, ବାଲେଶ୍ବର ଓ ଯାଜପୁରୁର 23 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ ବରଗଡରୁ 14, ବଲାଙ୍ଗିରରୁ 9, ଅନୁଗୁଳରୁ 6, ନୂଆପଡାରୁ 4, ଜଗତସିଂହପୁରର 3,  ଝାରସୁଗୁଡାରୁ 2 ଜଣ ରହିଛନ୍ତି । ସେହିପରି ଦେବଗଡ, କଳାହାଣ୍ଡି, କେନ୍ଦ୍ରାପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।

କରୋନା ଆକ୍ରାନ୍ତ ଖୋର୍ଦ୍ଧା ଗଞ୍ଜାମ ପୁରୀ ରାୟଗଡା
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.