Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି 10ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 130କୁ ବୃଦ୍ଧି
ଆଜିର ଖବର

ଆଜି 10ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 130କୁ ବୃଦ୍ଧି

July 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର  : ରାଜ୍ୟରେ ଆଜି  କରୋନା ଯୋଗୁଁ ସର୍ବାଧିକ 10ଜଣଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ମୃତକଙ୍କ ମଧ୍ୟରେ ଗଞ୍ଜାମରୁ 3 ଓ ସୁନ୍ଦରଗଡ ଓ ବାଲେଶ୍ବରରୁ ଦୁଇ ଜଣ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଗଜପତି, ଝାରସୁଗୁଡା ଓ ରାୟଗଡାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 130କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ ସର୍ବାଧିକ ମୃତ୍ୟୁ 73କୁ ବୃଦ୍ଧି ହୋଇଛି ।

ଗଞ୍ଜାମର ତିନି ମୃତକଙ୍କ ବୟସ ଯଥାକ୍ରମେ 60, 30 ଓ 60 ବର୍ଷୀୟ ବ୍ୟକ୍ତି । ସୁନ୍ଦରଗଡର 60 ଓ 54 ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବରର ଦୁଇ ମୃତକ ହେଲେ 60 ବର୍ଷୀୟା ମହିଳା ଓ 37 ବର୍ଷୀୟ ଯୁବକ । ସେହିପରି ଗଜପତିରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 37, ଝାରସୁଗୁଡାରୁ ଆକ୍ରାନ୍ତଙ୍କ ବୟସ 61, ରାଗୟଡାର 47 ବର୍ଷୀୟ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ଖୋର୍ଦ୍ଧା ଗଜପତି ଗଞ୍ଜାମ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026

ଆଜି ମାର୍ଚ୍ଚ ୧୯ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 19, 2026

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026
Latest News

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026

ଆଜି ବିଶେଷ ଦିନ!: ଏକା ସାଙ୍ଗରେ ପଡୁଛି ଅନେକ ବଡ଼ ପର୍ବ, ବ୍ରତ ଏବଂ ଦୁର୍ଲଭ ସଂଯୋଗ

March 19, 2026

ଆଜି ମାର୍ଚ୍ଚ ୧୯ ରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ: ଜାଣନ୍ତୁ ରାଶିଫଳ

March 19, 2026

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.