Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ବରରେ ଆଉ 15 ଶହ କୋଭିଡ ବେଡ୍, ବସ୍ତି ଅଞ୍ଚଳରେ ସଂକ୍ରମଣ କମ୍
ଆଜିର ଖବର

ଭୁବନେଶ୍ବରରେ ଆଉ 15 ଶହ କୋଭିଡ ବେଡ୍, ବସ୍ତି ଅଞ୍ଚଳରେ ସଂକ୍ରମଣ କମ୍

July 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ପାଇଁ ଆଉ 15 ଶହ କୋଭିଡ ବେଡ୍ ବ୍ୟବସ୍ଥା କରାଯିବ। ଏବେ ଟେଷ୍ଟିଂ ଉପରେ ଗୁରୁତ୍ବ ଦେଉଛୁ, ଦିନକୁ 14 ଶହ ଟେଷ୍ଟ କରାଯିବ। ସମସ୍ତ 67 ୱାର୍ଡରେ ସଚେତକ ଟିମ୍ ଅଛନ୍ତି ଏବଂ ସେମାନେ ନିରନ୍ତର କାମ କରୁଛନ୍ତି ବୋଲି ରାଜଧାନୀର କରୋନା ସ୍ଥିତି ନେଇ ଗଣମାଧ୍ୟମକୁ ସୂଚନା ଦେବା ବେଳେ ପର୍ଯ୍ୟବେକ୍ଷକ ଅନୁ ଗର୍ଗ ଏହା କହିଛନ୍ତି।

ବସ୍ତି ପାଇଁ ଆମର ନିର୍ଦ୍ଦିଷ୍ଟ ରଣନୀତି ଅଛି, ପ୍ରତି ବସ୍ତିରେ କମିଟି ରହିଛି। ଆକ୍ଟିଭ ସର୍ଭେଲାନ୍ସ ଚିମ୍ ଯାଞ୍ଚ କରିବା ସହ ଲକ୍ଷଣ ଥିବା ଲୋକଙ୍କୁ ଚିହ୍ନଟ କରୁଛନ୍ତି। ସଚେତକ ଆପ୍ କରିବା ଦ୍ବାରା ପ୍ରତି ୱାର୍ଡରେ କେତେ ଆକ୍ରାନ୍ତ ତାହା ଜଣାପଡୁଛି। 6ଟି ଜାଗାରେ 870 ଶଯ୍ୟା ବିଶିଷ୍ଟ କୋଭିଡ କେୟାର ହୋମ୍ କରାଯାଇଛି। 554 ଶଯ୍ୟା ବିଶିଷ୍ଟ କୋଭିଡ କେୟାର ସେଣ୍ଟର କରାଯାଇଛି। 1025 ଶଯ୍ୟାର କୋଭିଡ ହସ୍ପିଟାଲ, 60 ଶଯ୍ୟାର ହେଲଥ ସେଣ୍ଟର ରହିଛି।

ଏବେ ଭୁବନେଶ୍ବରରେ 167 ଜଣ ହୋମ୍ ଆଇସୋଲେସନରେ ଅଛନ୍ତି। ବସ୍ତି ଅପେକ୍ଷା ଅଣବସ୍ତି ଅଞ୍ଚଳରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ ବୋଲି ଗର୍ଗ କହିଛନ୍ତି। ବସ୍ତି ଅଞ୍ଚଳରୁ ଏବେ ମୋଟ 201 ଜଣ ସଂକ୍ରମିତ ଠାବ ହୋଇଛନ୍ତି। ଅଣବସ୍ତି ଅଞ୍ଚଳରୁ ଏବେ 657 ସଂକ୍ରମିତଙ୍କୁ ଠାବ କରାଯାଇଛି। ବିଏମସି ଅଞ୍ଚଳରେ 80 ପ୍ରତିଶତରୁ ଅଧିକ ଆକ୍ରାନ୍ତ ଲକ୍ଷଣହୀନ ହୋଇଥିବା ଜଣାପଡ଼ିଛି।

Anu GArg bhubaneswar bmc
Share. Facebook Twitter LinkedIn Email WhatsApp Copy Link

Related Posts

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Latest News

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.