Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»30 ଜିଲ୍ଲାରୁ 1376 ପଜିଟିଭ୍‌ ଚିହ୍ନଟ , ଜାଣନ୍ତୁ କେଉଁଠି ରହିଛନ୍ତି କେତେ ଆକ୍ରାନ୍ତ
ଆଜିର ଖବର

30 ଜିଲ୍ଲାରୁ 1376 ପଜିଟିଭ୍‌ ଚିହ୍ନଟ , ଜାଣନ୍ତୁ କେଉଁଠି ରହିଛନ୍ତି କେତେ ଆକ୍ରାନ୍ତ

July 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟର 1376 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି 30ଟି ଜିଲ୍ଲାରୁ 1376 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ଆଜି ସର୍ବାଧିକ 484ଜଣ ଚିହ୍ନଟ ହୋଇଥିବାବେଳେ  ଖୋର୍ଦ୍ଧା ଜିଲ୍ଲାରୁ 187 ଜଣ ଚିହ୍ନଟ ହୋଇଥିବାବେଳେ କେଉଁଝରରୁ 103,   ପୁରୀରୁ 91, କଟକରୁ 75, ଗଜପତିରୁ 74, ରାୟଗଡାରୁ 45, ସୁନ୍ଦରଗଡରୁ 33, ନୟାଗଡରୁ 30, ବାଲେଶ୍ବରର 29, ମୟୂରଭଞ୍ଜରୁ 22, ନବରଙ୍ଗପୁରର 21, ବଲାଙ୍ଗିରରୁ 19,  ସମ୍ବଲପୁରରୁ 17, , ମାଲକାନଗିରି ଓ ଢେଙ୍କାନାଳ ଜିଲ୍ଲାରୁ 15 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କନ୍ଧମାଳରୁ 12ଜଣ ଚିହ୍ନଟ ହୋଇଥିବାବେଳେ ଦେବଗଡ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡାରୁ 11 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ 10 ଜଣ ବୌଦ୍ଧ ଓ ଯାଜପୁରରୁ 8 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କୋରାପୁଟ ଓ ବରଗଡରୁ 7 ଜଣ ଚିହ୍ନଟ ହୋଇଛନ୍ତି ।  ଝାରସୁଗୁଡାରୁ 6, ଅନୁଗୁଳ ଓ ସୋନପୁରରୁ 5 ଜଣ ଲେଖାଏଁ ରହିଥିବାବେଳେ ନୂଆପଡାରୁ 4ଜଣ ଚିହ୍ନଟ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Latest News

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.