Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»30 ଜିଲ୍ଲାରୁ 1376 ପଜିଟିଭ୍‌ ଚିହ୍ନଟ , ଜାଣନ୍ତୁ କେଉଁଠି ରହିଛନ୍ତି କେତେ ଆକ୍ରାନ୍ତ
ଆଜିର ଖବର

30 ଜିଲ୍ଲାରୁ 1376 ପଜିଟିଭ୍‌ ଚିହ୍ନଟ , ଜାଣନ୍ତୁ କେଉଁଠି ରହିଛନ୍ତି କେତେ ଆକ୍ରାନ୍ତ

July 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟର 1376 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି 30ଟି ଜିଲ୍ଲାରୁ 1376 ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ଆଜି ସର୍ବାଧିକ 484ଜଣ ଚିହ୍ନଟ ହୋଇଥିବାବେଳେ  ଖୋର୍ଦ୍ଧା ଜିଲ୍ଲାରୁ 187 ଜଣ ଚିହ୍ନଟ ହୋଇଥିବାବେଳେ କେଉଁଝରରୁ 103,   ପୁରୀରୁ 91, କଟକରୁ 75, ଗଜପତିରୁ 74, ରାୟଗଡାରୁ 45, ସୁନ୍ଦରଗଡରୁ 33, ନୟାଗଡରୁ 30, ବାଲେଶ୍ବରର 29, ମୟୂରଭଞ୍ଜରୁ 22, ନବରଙ୍ଗପୁରର 21, ବଲାଙ୍ଗିରରୁ 19,  ସମ୍ବଲପୁରରୁ 17, , ମାଲକାନଗିରି ଓ ଢେଙ୍କାନାଳ ଜିଲ୍ଲାରୁ 15 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କନ୍ଧମାଳରୁ 12ଜଣ ଚିହ୍ନଟ ହୋଇଥିବାବେଳେ ଦେବଗଡ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡାରୁ 11 ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଭଦ୍ରକରୁ 10 ଜଣ ବୌଦ୍ଧ ଓ ଯାଜପୁରରୁ 8 ଜଣ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କୋରାପୁଟ ଓ ବରଗଡରୁ 7 ଜଣ ଚିହ୍ନଟ ହୋଇଛନ୍ତି ।  ଝାରସୁଗୁଡାରୁ 6, ଅନୁଗୁଳ ଓ ସୋନପୁରରୁ 5 ଜଣ ଲେଖାଏଁ ରହିଥିବାବେଳେ ନୂଆପଡାରୁ 4ଜଣ ଚିହ୍ନଟ ହୋଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଅର୍ଥ ଲାଭର ଯୋଗ ରହିଛି, ବ୍ୟବସାୟରେ ବୃଦ୍ଧି

January 2, 2026

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

January 1, 2026

ବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ

January 1, 2026
Latest News

ଆଜି ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଅର୍ଥ ଲାଭର ଯୋଗ ରହିଛି, ବ୍ୟବସାୟରେ ବୃଦ୍ଧି

January 2, 2026

ଆଇଏଏସ ସ୍ତରରେ ଅଦଳବଦଳ, ଦେଓରଂଜନ ସିଂ ହେଲେ ଉନ୍ନୟନ କମିଶନର, ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ

January 1, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ନୂଆବର୍ଷ ପାଳନ

January 1, 2026

ବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ

January 1, 2026

ସୋଆ ଆଇଡିଏସ୍ ପକ୍ଷରୁ ହ୍ୱାଇଟ କୋଟ ନ୍ୟୁ ଇୟର ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ

January 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.