Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରବଳ ବର୍ଷା ନେଲା ଜୀବନ : ବର୍ଷା ପାଣିରେ ଅଟୋ ଭାସିଗଲା, ଅଟୋରେ ବସିଥିବା ମହିଳାଙ୍କ ଜୀବନ ଗଲା
ଆଜିର ଖବର

ପ୍ରବଳ ବର୍ଷା ନେଲା ଜୀବନ : ବର୍ଷା ପାଣିରେ ଅଟୋ ଭାସିଗଲା, ଅଟୋରେ ବସିଥିବା ମହିଳାଙ୍କ ଜୀବନ ଗଲା

July 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ତେଲେଙ୍ଗାନା : ଦେଶରେ କରୋନା ମହାମାରୀ ଉତ୍କଟ ରୂପ ଧାରଣ କରିଥିବାବେଳେ ବର୍ଷା ବିତ୍ପାତ ମଧ୍ୟ ଦେଶର କିଛି ସ୍ଥାନରେ ବିପତ୍ତି ସୃଷ୍ଟି କରୁଛି। ଆସାମ ଓ ବିହାରରେ ବର୍ଷା ଯୋଗୁଁ ଧନଜୀବନ ନଷ୍ଟ ହେଉଥିବାବେଳେ ଏଥିରେ ଶତାଧିକ ଲୋକେ ପ୍ରଭାବିତ ହୋଇଛନ୍ତି ।  ତେଲେଙ୍ଗାନାଠାରେ ଜୋର୍‌ ବର୍ଷା ପାଣିରେ ଭାସି ଯାଇ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି ।

ତେଲେଙ୍ଗାନାରେ ପ୍ରବଳ ବର୍ଷା ଯୋଗୁଁ ୟାଦ୍ରାଦି ଭୁବନଗିରି ଜିଲ୍ଲାର ମୁସି ନଦୀରେ ଉପରେ ଜଳ ପ୍ରବାହିତ ହେଉଛନ୍ତି । ଏହି କାରଣରୁ ୟାତାୟତ ମଧ୍ୟ ପ୍ରଭାବିତ ହେଉଛି । ରାଜ୍ୟରେ ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ନେଲଗୋଣ୍ଡା ଜିଲ୍ଲା, ଦେବରକୋଣ୍ଡା ନିର୍ବାଚନ କ୍ଷେତ୍ର, ଚିନ୍ତାପଲ୍ଲୀ ମଣ୍ଡଳ ଓ କିସ୍ତରାମପଲ୍ଲୀ ଗ୍ରାମରେ ବନ୍ୟା ଆସିଛି ।

ମିଳିଥିବା ସୂଚନା ଅନୁସାରେ ତେଲେଙ୍ଗାନା ନଲଗୋଣ୍ଡା ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନରେ ଏକ ଅଟୋ ଫସି ଯାଇଥିଲା । ଏହି ଅଟୋରେ ଯାତ୍ରା କରୁଥିବା ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି । ମୃତ ମହିଳା ଜଣକ ହେଉଛନ୍ତି ରାମଲୁମ୍ମା । ବର୍ଷା ଜଳରେ ଅଟୋଟି ଭାସି ଯିବା ଯୋଗୁଁ ମହିଳାଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026
Latest News

ଆଫଗାନିସ୍ତାନକୁ 350 ରନ୍‌ର ଟାର୍ଗେଟ ଦେଲା ଟିମ୍ ଇଣ୍ଡିଆ: ପୁଣି ଚମକିଲେ ଋତୁରାଜ-ତିଲକ

June 11, 2026

ଏବେ କଲ୍ୟାଣ ବାନାର୍ଜୀଙ୍କର ବିଦ୍ରୋହର ସ୍ଵର!: ମମତା ବାନାର୍ଜୀଙ୍କ ସମ୍ମୁଖରେ ରଖିଲେ ବଡ ସର୍ତ୍ତ

June 11, 2026

ବିବାହର ଏକ ବର୍ଷ ପରେ ମହିଳାଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

June 11, 2026

ତିନି ଦିନ ମଧ୍ୟରେ ତୃତୀୟ ଆକ୍ରମଣ: ଓମାନରେ ଆଉ ଏକ ଜାହାଜ ଉପରେ ଆକ୍ରମଣ

June 11, 2026

ଶକିରା ଏବଂ କେଟି ପେରିଙ୍କ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହିତ ଆରମ୍ଭ ହେବ ଫିଫା ବିଶ୍ୱକପ୍-୨୦୨୬

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.