Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜଧାନୀରେ ବଢୁଛି ସ୍ଥାନୀୟ ସଂକ୍ରମଣ : ଆଜି ଭୁବନେଶ୍ବରରୁ 163 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁଠୁ ଅଛନ୍ତି କେତେଜଣ
ଆଜିର ଖବର

ରାଜଧାନୀରେ ବଢୁଛି ସ୍ଥାନୀୟ ସଂକ୍ରମଣ : ଆଜି ଭୁବନେଶ୍ବରରୁ 163 ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁଠୁ ଅଛନ୍ତି କେତେଜଣ

July 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 163 ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ମୋଟ୍‌ ପଜିଟିଭଙ୍କ ମଧ୍ୟରୁ 104 ଜଣ  କ୍ବାରେଣ୍ଟାଇନ୍‌ କେସ୍‌ ହୋଇଥିବାବେଳେ 59ଟି ଲୋକାଲ୍‌ କେସ୍‌ ରହିଛି ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି ।

ଖାରବେଳ ନଗର ଅଞ୍ଚଳରୁ 8 ଜଣ ଆକାନ୍ତ ଚିହ୍ନଟ ହୋଇଥିବାବେଳେ ୟୁନିଟ୍‌ -4 ମାଛ ମାର୍କେଟରୁ 7 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୟୁନିଟ୍‌ 1 ଆଖଣ୍ଡମଳମଣି ବସ୍ତିରୁ 5 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ନୟାପଲ୍ଲୀ ତ୍ରିନାଥ ନଗର ବସ୍ତିରୁ 13 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସି ପାଣ୍ଡାରରୁ 11 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ହଟସ୍ପଟ୍‌ ଜିଲ୍ଲା ଲିଙ୍କ୍‌ରେ ଭରତପୁରରୁ 7ଜଣ ଆକ୍ରାନ୍ତ ରହିଛନ୍ତି ।

Image

Image

ସେହିପରି ଆଜି 46 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ସର୍ବମୋଟ ସଂକ୍ରମିତଙ୍କ ସଂଖ୍ୟା 1991ରେ ପହଞ୍ଚିଥିବାବେଳେ ସୁସ୍ଥ ହୋଇଛନ୍ତି 909 ଜଣ । ସେହିପରି 11 ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏବେ ସୁୁଦ୍ଧା 1069ଟି ସକ୍ରିୟ ମାମଲା ରହିଛି ।

 

 

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.