Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାକିରି ଚାଲିଯିବା ଭୟରେ ଗୋଟିଏ ପରିବାରର ସମସ୍ତ ସଦସ୍ୟଙ୍କ ଆତ୍ମହତ୍ୟା
ଆଜିର ଖବର

ଚାକିରି ଚାଲିଯିବା ଭୟରେ ଗୋଟିଏ ପରିବାରର ସମସ୍ତ ସଦସ୍ୟଙ୍କ ଆତ୍ମହତ୍ୟା

July 26, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କର୍ଣ୍ଣାଟକ : କରୋନା ଯୋଗୁଁ ଲୋକଙ୍କ ଜୀବନ ସଂକଟରେ ପଡିଥିବାବେଳେ ଏବେ ଲୋକଙ୍କୁ ଚାକିରି ଚାଲିଯିବାର ଭୟ ବେଶି ଘାରିଛି । ଚାକିରି ଚାଲିଯିବା ଭୟରେ ଲୋକେ କେଉଁପରି ଚରମ ନିଷ୍ପତ୍ତି ନେଉଛନ୍ତି, ତାହା ଅତ୍ୟନ୍ତ ହୃଦୟବିଦାରକ । କର୍ଣ୍ଣାଟକର ଧାରବାଡ ଜିଲ୍ଲାର ଏକ ପରିବାର ସମସ୍ତ ସଦସ୍ୟ ଚାକିରି ଚାଲିଯିବା ଭୟରେ ଆତ୍ମହତ୍ୟା କରିଛନ୍ତି । ସ୍ବାମୀ-ସ୍ତ୍ରୀଙ୍କ ସମେତ ଏକ ସନ୍ତାନ ଆତ୍ମହତ୍ୟା କରିଥିବାର ସୂଚନା ରହିଛି । ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ ।  ମୃତକଙ୍କ ନିକଟରୁ ଏକ ସୁଇସାଇଡ୍‌ ନୋଟ୍‌ ମିଳିଛି । ତେବେ ପୋଲିସ୍‌ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି ।

ନିକଟରେ ଦେଶରେ କରୋନା ମାମଲା ବେଶ ଦ୍ରୁତ ଗତିରେ ବଢୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି । ସଂକ୍ରମଣକୁ ଦେଖି ବହୁ ସ୍ଥାନରେ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ ପରି କଡା ନିୟମ ପ୍ରଚଳନ କରାଯାଉଛି । ଅପରପକ୍ଷରେ ମଧ୍ୟବିତ୍ତ ଓ ଗରିବ ଲୋକମାନେ କରୋନା ଭୟରେ ଚାକିରି ହରାଇ ଭୋକ ଉପାସରେ ଘରେ ପଡି ରହୁଛନ୍ତି । ଅନ୍ୟ ପଟରେ ଘରୋଇ କମ୍ପାନୀଗୁଡିକ ମଧ୍ୟ କରୋନା କାଳରେ ମନମାନି କରିବା ଆରମ୍ଭ କରିଛନ୍ତି । ଏଭଳି ପରିସ୍ଥିତିରେ ଜଣେ କରୋନା ଭୟ ସହ ନିଜ ଜୀବିକା ଚାଲିଯିବାର ଭୟ ତାଙ୍କୁ ବେଶି ଘାରୁଛି । ଏଭଳି ପରିସ୍ଥିତିରେ ସାଧାରଣ ଲୋକେ ନିଜର ଚିନ୍ତା ଚେତନାକୁ ହରାଇ ଆତ୍ମହତ୍ୟା ପରି ଏକ ଚରମ ନିଷ୍ପତ୍ତି ନେବାକୁ ବାଧ୍ୟ ହେଉଛି । (ଏଜେନ୍ସି)

corona suicide
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ପାନୀୟ ଜଳ ଯୋଗାଣ ଲାଗି ରେଳବାଇର ତତ୍କାଳ ପଦକ୍ଷେପ

August 17, 2026

ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ୨୧ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ଗୃହମନ୍ତ୍ରୀ

August 17, 2026
Latest News

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ପାନୀୟ ଜଳ ଯୋଗାଣ ଲାଗି ରେଳବାଇର ତତ୍କାଳ ପଦକ୍ଷେପ

August 17, 2026

ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ୨୧ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ଗୃହମନ୍ତ୍ରୀ

August 17, 2026

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.