Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମ୍‌କୋର୍ଟରେ ଭିଭିପାଟ୍‌ ମାମଲା : ଆସନ୍ତା ୨୫ରେ  ପରବର୍ତ୍ତୀ ଶୁଣାଣି
ଆଜିର ଖବର

ସୁପ୍ରିମ୍‌କୋର୍ଟରେ ଭିଭିପାଟ୍‌ ମାମଲା : ଆସନ୍ତା ୨୫ରେ  ପରବର୍ତ୍ତୀ ଶୁଣାଣି

March 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ନିର୍ବାଚନରେ ଭିଭିପାଟ୍‌ ମେସିନ୍‌ ବ୍ୟବହାର ପ୍ରତିବାଦରେ ଆଗତ ମାମଲାର ଶୁଣାଣି ଶୁକ୍ରବାର ସୁପ୍ରିମ୍‌କୋର୍ଟରେ ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟ ମାମଲାର ବିଚାର କରି ଏ ସମ୍ପର୍କରେ ଜବାବ ଦାଖଲ କରିବାକୁ ନିର୍ବାଚନ ଆୟୋଗକୁ ନୋଟିସ୍‌ ଜାରି କରିଛନ୍ତି। ଏଥିସହ କୋର୍ଟଙ୍କୁ ସହାୟତା କରିବା ଲାଗି ଜଣେ ବରିଷ୍ଠ ଅଧିକାରୀଙ୍କୁ ନିଯୁକ୍ତ କରିବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୫ ତାରିଖରେ କରାଯିବ। ଭିଭିପାଟ୍‌ ବ୍ୟବହାର ପ୍ରତିବାଦରେ ୨୧ଟି ବିରୋଧୀ ଦଳ ସୁପ୍ରିମ୍‌କୋର୍ଟଙ୍କ ଦାରସ୍ଥ ହୋଇଥିଲା। ତେଲୁଗୁଦେଶମ୍‌ ପାର୍ଟି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁଙ୍କ ନେତୃତ୍ବରେ ଏହି ମାମଲା ଦାଏର କରାଯାଇଥିଲା। ବିରୋଧୀ ଦଳଗୁଡ଼ିକ ଇଭିଏମ୍‌ର ସଚ୍ଚୋଟତା ଉପରେ ପ୍ରଶ୍ନ ଉଠାଇବା ସହ ଏହାର ବ୍ୟବହାରକୁ ବିରୋଧ କରିଥିଲେ। କିନ୍ତୁ ନିର୍ବାଚନ ଆୟୋଗ ଏହାକୁ ଖଣ୍ଡନ କରିଥିଲେ। ବିରୋଧ ଦଳଗୁଡ଼ିକ ଆଗାମୀ ନିର୍ବାଚନ ଫଳାଫଳ ପ୍ରକାଶ ପୂର୍ବରୁ ମତଦାନର ୫୦ ପ୍ରତିଶତ ଭିଭିପାଟ୍‌ ପେପର ସ୍ଲିପ୍‌ ଗଣତି ଦାବି କରି ବିରୋଧୀମାନେ କୋର୍ଟରେ ପିଟିସନ ଦାଏର କରିଥିଲେ।

supremecourt thesamikhsya vvpathearingpetetionissue
Share. Facebook Twitter LinkedIn Email WhatsApp Copy Link

Related Posts

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025
Latest News

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.