Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକାରେ ଭସାପୋଲ ଆସନ୍ତା 7 ଦିନ ପାଇଁ ବନ୍ଦ
ଆଜିର ଖବର

ଚିଲିକାରେ ଭସାପୋଲ ଆସନ୍ତା 7 ଦିନ ପାଇଁ ବନ୍ଦ

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା : ଚିଲିକାରେ ଯା‘ ଆସ ପାଇଁ ଭସାପୋଲ ଆସନ୍ତା 7 ଦିନ ପାଇଁ ବନ୍ଦ ରହିବ ବୋଲି ସୂଚନା ରହିଛି । ଦୁଇ ଦିନରେ 39 ଜଣ ପଜିଟିଭ୍‌ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ପଦକ୍ଷେପ ଗ୍ରହଣ କରିଛି । ଭସାପୋଲ 7 ଦିନ ବନ୍ଦ ରହିବା ନେଇ କୃ୍ଷ୍ଣପ୍ରସାଦ ବିଡିଓ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ଗତ କିଛି ଦିନ ହେବ ଚିଲିକାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକା: ଲଗାଣ ବର୍ଷା ଯୋଗୁଁ ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ଶ୍ରୀଲଙ୍କା ସିରିଜରେ ଟିମ ଇଣ୍ଡିଆର ସମ୍ଭାବ୍ୟ ପ୍ଳେଇଂ-୧୧: ବଡ଼ ବୟାନ ଦେଲେ ମହମ୍ମଦ କୈଫ୍

August 11, 2026

ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ: ମଦ ଦୁର୍ନୀତିରେ କଂଗ୍ରେସ ନେତା ରାମ ଗୋପାଳ ଅଗ୍ରୱାଲ ଗିରଫ

August 11, 2026

ବଙ୍ଗଳାର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ହେଲିକପ୍ଟରର ଜରୁରୀକାଳୀନ ଅବତରଣ

August 11, 2026
Latest News

ଚିଲିକା: ଲଗାଣ ବର୍ଷା ଯୋଗୁଁ ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ଆସନ୍ତାକାଲି ଲୋକସଭାରେ ଛାତ୍ରଙ୍କ ସମ୍ପର୍କରେ ଉତ୍ତର ରଖିବେ ଅମିତ ଶାହ!

August 11, 2026

ଅଜିତ ଡୋଭାଲଙ୍କୁ ଭେଟିଲେ ଆମେରିକାର ରାଷ୍ଟ୍ରଦୂତ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 11, 2026

ଶ୍ରୀଲଙ୍କା ସିରିଜରେ ଟିମ ଇଣ୍ଡିଆର ସମ୍ଭାବ୍ୟ ପ୍ଳେଇଂ-୧୧: ବଡ଼ ବୟାନ ଦେଲେ ମହମ୍ମଦ କୈଫ୍

August 11, 2026

ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ: ମଦ ଦୁର୍ନୀତିରେ କଂଗ୍ରେସ ନେତା ରାମ ଗୋପାଳ ଅଗ୍ରୱାଲ ଗିରଫ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.