Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାସ୍‌ ଖେଳିଲେ ବି 14 ଦିନିଆ କ୍ବାରେଣ୍ଟାଇନ୍‌କୁ ଯିବେ, ଜାଣନ୍ତୁ ଓଡ଼ିଶାର କେଉଁ ଜିଲ୍ଲାରେ ଏହି ନିୟମ କରାଯାଇଛି
ଆଜିର ଖବର

ତାସ୍‌ ଖେଳିଲେ ବି 14 ଦିନିଆ କ୍ବାରେଣ୍ଟାଇନ୍‌କୁ ଯିବେ, ଜାଣନ୍ତୁ ଓଡ଼ିଶାର କେଉଁ ଜିଲ୍ଲାରେ ଏହି ନିୟମ କରାଯାଇଛି

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଗଞ୍ଜାମ :  ଗଞ୍ଜାମ ଜିଲ୍ଲାରେ ସଂକ୍ରମଣ ମାମଲା ବୃଦ୍ଧି ଘଟୁଥିବା ଯୋଗୁଁ ଗଞ୍ଜାମ ଜିଲ୍ଲାପାଳ କଡାକଡି ନିୟମ କରିଛନ୍ତି । ତାସ୍‌ , କ୍ରିକେଟ୍‌, ଭଲିବଲ୍‌ ଖେଳିଲେ ଏତଲା ଦିଆଯିବା ସହ 14 ଦିନିଆ କ୍ବାରେଣ୍ଟାଇନରେ ରଖାଯିବ ବୋଲି ସୂଚନା ରହିଛି । ସେହିପରି ଦୋକାନୀମାନଙ୍କ ପାଇଁ ମଧ୍ୟ 5ଟି ନିୟମ ଜାରି କରାଯାଇଛି । ଦୋକାନୀମାନେ ଏହି ନିୟମ ନ ମାନିଲେ ସମ୍ପୃକ୍ତ ଦୋକାନୀଙ୍କ ବିରୋଧରେ ଏତଲା ଦିଆଯିବା ସହିତ ଆବଶ୍ୟକ ସ୍ଥଳେ ମାସେ ପର୍ଯ୍ୟନ୍ତ ଦୋକାନ ବନ୍ଦ କରାଯିବ ବୋଲି ସୂଚନା ରହିଛି । ଲକ୍‌ଡାଉନ୍‌ ସମୟରେ ବହୁ ସ୍ଥାନରେ ଲୋକେ ଏକାଠି ହୋଇ ତାସ, ଲୁଡୁ, କ୍ରିକେଟ୍‌, ଭଲିବଲ୍‌ ଆଦି ଖେଳୁଥିବାର ନଜର ଆସୁଛି ।

ଦୋକାନୀମାନଙ୍କ ପାଇଁ ଜାରି କରାଯାଇଥିବା ପାଞ୍ଚଗୋଟି ନିୟମ ଗୁଡିକ ମଧ୍ୟରେ ରହିଛି –

  1. ଦୋକାନୀ ସାମ୍ନାରେ ଡବଲ ବ୍ୟାରିକେଡ୍‌ କରାଯିବାକୁ ପରାମର୍ଶ ଦିଆଯାଇଛି ।
  2. ନୋ-ମାସ୍କ ନୋ ଗୁଡ୍ସ ସାଇନ୍‌ ବୋର୍ଡ ମରାଯିବା ସହ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି ।
  3. ଗ୍ରାହକଙ୍କ ପାଇଁ ଦୋକାନ ସାମ୍ନାରେ 2 ମିଟର ଦୂରତାର ସର୍କଲ କରିବେ ।
  4. ସବୁ ଦୋକାନୀ ସାନିଟାଇଜର୍‌ ଓ ହାତ ଧୋଇବାର ବ୍ୟବସ୍ଥା କରିବେ ।
  5. ଗ୍ରାହକଙ୍କ ପାଇଁ କଣ୍ଟା ଡାଏରୀ କରିବେ ।

ସୂଚନାଯୋଗ୍ୟ, ଗଞ୍ଜାମରେ ସର୍ବାଧିକ 8ହଜାର 678ଜଣ ସଂକ୍ରମିତ ହୋଇଥିବାବେଳେ 79ଜଣଙ୍କ ଜୀବନ ଯାଇଛି ।

cricket
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026

ଆସନ୍ତା ୮ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

September 29, 2026

ଆସନ୍ତାକାଲି ରାଜ୍ୟବ୍ୟାପୀ ଓଷ୍ଟେଟ୍ ପରୀକ୍ଷା: ୨୬୧ କେନ୍ଦ୍ରରେ ୫୯ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଦେବେ ପରୀକ୍ଷା

September 29, 2026
Latest News

ଆମେରିକାର ‘ମୋଷ୍ଟ ୱାଣ୍ଟେଡ୍’ ତାଲିକାରେ ଗୋଲ୍ଡୀ ବ୍ରାର: ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲା FBI

September 29, 2026

ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ହସ୍ତକ୍ଷେପ: ଓଡ଼ିଶା ସରକାରଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

September 29, 2026

ଆସନ୍ତା ୮ ତାରିଖରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

September 29, 2026

ଆସନ୍ତାକାଲି ରାଜ୍ୟବ୍ୟାପୀ ଓଷ୍ଟେଟ୍ ପରୀକ୍ଷା: ୨୬୧ କେନ୍ଦ୍ରରେ ୫୯ ହଜାରରୁ ଊର୍ଦ୍ଧ୍ୱ ପରୀକ୍ଷାର୍ଥୀ ଦେବେ ପରୀକ୍ଷା

September 29, 2026

ବିଜେପି ନେତାଙ୍କୁ ସଂଘବଦ୍ଧ ଆକ୍ରମଣ: ଗୁରୁତର ଅବସ୍ଥାରେ ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.