Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ : ଅନୁ ଗର୍ଗ ହେଲେ ଜଳ ସମ୍ପଦ ବିଭାଗ ସଚିବ
ଆଜିର ଖବର

ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ : ଅନୁ ଗର୍ଗ ହେଲେ ଜଳ ସମ୍ପଦ ବିଭାଗ ସଚିବ

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି ରାଜ୍ୟସରକାର। ରାଜ କୁମାର ଶର୍ମା ହେଲେ କୃଷି ଉତ୍ପାଦନ କମିଶନର । ଅନୁ ଗର୍ଗଙ୍କୁ ଜଳ ସମ୍ପଦ ବିଭାଗର ସଚିବ ଦାୟିତ୍ବ ମିଳିଥିବାବେଳେ ମହିଳା ଶିଶୁ ବିକାଶ ଓ ମିଶନ ଶକ୍ତିର ଅତିରିକ୍ତ ଦାୟିତ୍ବ  ମଧ୍ୟ ଦିଆଯାଇଛି । ସେହିପରି ଏମଏସ୍‌ମଏମ୍‌ଇ ସଚିବ ସତ୍ୟବ୍ରତ ସାହୁଙ୍କୁ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି । ସୁରେନ୍ଦ୍ର କୁମାରଙ୍କୁ  ଖଣି ଓ ଇସ୍ପାତ ବିଭାଗ ସଚିବ ଦାୟିତ୍ବ ମିଳିଥିବାବେଳେ ଚିତ୍ରା ଅରୁମଗମ ହେଲେ ଶ୍ରମ ଓ ଇଏସ୍‌ଆଇ ବିଭାଗ  ସଚିବ ।

ias
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ଦିଲ୍ଲୀ ପ୍ରତିବାଦ: ଧାରା ୨୧ କ’ଣ କହୁଛି? ଗୋପାଳନରୁ ମାନେକା ଗାନ୍ଧୀ ଯାଏଁ ବଦଳିଛି ନ୍ୟାୟର ପରିଭାଷା

October 12, 2026

ହାଇୱା ଗାଡ଼ି ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ

October 12, 2026
Latest News

ପାକିସ୍ତାନରେ ଜରୁରୀକାଳୀନ ପରିସ୍ଥିତି ଲାଗୁ: ପୁନଃନିର୍ଦ୍ଧାରିତ ହେଲା କ୍ରିକେଟ୍ ମ୍ୟାଚ୍ ସ୍ଥାନ

October 12, 2026

କ୍ରସର୍ ପ୍ଲାଣ୍ଟ ବିବାଦ: ଗ୍ରାମବାସୀଙ୍କ ମାାଡ଼ରେ ବିଜେପି ପୂର୍ବତନ ବିଧାୟକ ମୃତ

October 12, 2026

ଆଉ ଜନ୍ତର ମନ୍ତରରେ ହେବ ନାହିଁ ପ୍ରତିବାଦ: ଏହି ୩ ଟି ସ୍ଥାନକୁ ଚୂଡ଼ାନ୍ତ କଲା ଗୃହ ମନ୍ତ୍ରଣାଳୟ

October 12, 2026

ରକ୍ତଚାପ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

October 12, 2026

ସୁପ୍ରିମକୋର୍ଟରେ ଜ୍ଞାନେଶ କୁମାରଙ୍କ ବିରୋଧରେ ଆବେଦନ ଦାଖଲ କରିବେ ରାହୁଲ ଗାନ୍ଧୀ

October 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.