Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁସ୍ଥ ହେଲେ ବଲିଉଡ ଅଭିନେତ୍ରୀ ଐଶ୍ବର୍ଯ୍ୟା ଓ ଝିଅ ଆରାଧ୍ୟା
ଆଜିର ଖବର

ସୁସ୍ଥ ହେଲେ ବଲିଉଡ ଅଭିନେତ୍ରୀ ଐଶ୍ବର୍ଯ୍ୟା ଓ ଝିଅ ଆରାଧ୍ୟା

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ,ବଲିଉଡ ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରଧ୍ୟା ବଚ୍ଚନ କରୋନାରୁ ସୁସ୍ଥ ହୋଇଛନ୍ତି । ଉଭୟ କୋରୋନାରେ ଆକ୍ରାନ୍ତ ହୋଇ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେପଟେ ବଲିଉଡ ଅଭିନେତା ତଥା ବିଗ୍‌ବି ଅମିତାଭ ବଚ୍ଚନ ଓ ପୁଅ ଅଭିଷକ ବଚ୍ଚନ ଏବେ ବି ହସ୍ପିଟାଲରେ ଚିକିତ୍ସିତ ଅଛନ୍ତି । ବିଗ୍‌ବି ଅମିତାଭ ବଚ୍ଚନ ଓ ପୁଅ ଅଭିଷକ ବଚ୍ଚନ କରୋନା ଆକ୍ରାନ୍ତ ହେବା ପରେ ବୋହୁ ଐଶ୍ବର୍ଯ୍ୟା ରାୟ ବଚ୍ଚନ ଓ ନାତୁଣଈ ଆରଧ୍ୟା ବଚ୍ଚନ କରୋନା ପଜିଟିଭ ହୋଇ ଚିକିତ୍ସିତ ହେଉଥିଲେ।

ମୁମ୍ବାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସଂସଦରେ ଭାଙ୍ଗିବ ସରକାରଙ୍କ ନୀରବତା!: ମଧ୍ୟପ୍ରାଚ୍ୟ ଉପରେ ମତ ସ୍ପଷ୍ଟ କରିବେ ବୈଦେଶିକ ମନ୍ତ୍ରୀ?

March 9, 2026

ଶ୍ରୀବଳଦେବ ଜୀଉଙ୍କ କ୍ଷେତ୍ରରେ ଦୋଳଯାତ୍ରା ଓ ଛାମୁମେଳଣ ଉଦଯାପିତ

March 9, 2026

“ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬” ଜୋନ୍ ସ୍ତରୀୟ ବକ୍ତା ପ୍ରଶିକ୍ଷଣ କର୍ମଶାଳା

March 9, 2026

ପଥପ୍ରାନ୍ତ ନାଟକ ମାଧ୍ୟମରେ ଭାରତର ନୂତନ ଅପରାଧିକ ଆଇନ ସମ୍ପର୍କରେ ସଚେତନତା

March 9, 2026
Latest News

ଆଜି ସଂସଦରେ ଭାଙ୍ଗିବ ସରକାରଙ୍କ ନୀରବତା!: ମଧ୍ୟପ୍ରାଚ୍ୟ ଉପରେ ମତ ସ୍ପଷ୍ଟ କରିବେ ବୈଦେଶିକ ମନ୍ତ୍ରୀ?

March 9, 2026

ଶ୍ରୀବଳଦେବ ଜୀଉଙ୍କ କ୍ଷେତ୍ରରେ ଦୋଳଯାତ୍ରା ଓ ଛାମୁମେଳଣ ଉଦଯାପିତ

March 9, 2026

“ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ-୨୦୨୬” ଜୋନ୍ ସ୍ତରୀୟ ବକ୍ତା ପ୍ରଶିକ୍ଷଣ କର୍ମଶାଳା

March 9, 2026

ପଥପ୍ରାନ୍ତ ନାଟକ ମାଧ୍ୟମରେ ଭାରତର ନୂତନ ଅପରାଧିକ ଆଇନ ସମ୍ପର୍କରେ ସଚେତନତା

March 9, 2026

ଆଜି ମାର୍ଚ୍ଚ ୯ ତାରିଖ ସୋମବାରରେ ଏହି ରାଶି ବ୍ୟକ୍ତିମାନେ ପାଇବେ ସଫଳତା

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.