Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହସ୍ପିଟାଲ ବାହାରେ ବର୍ଷାରେ ଭିଜିଲା ବୃଦ୍ଧଙ୍କ ଶବ, ସାହାଯ୍ୟ ପାଇଁ ଗୁହାରି କଲେ ବୃଦ୍ଧା
ଆଜିର ଖବର

ହସ୍ପିଟାଲ ବାହାରେ ବର୍ଷାରେ ଭିଜିଲା ବୃଦ୍ଧଙ୍କ ଶବ, ସାହାଯ୍ୟ ପାଇଁ ଗୁହାରି କଲେ ବୃଦ୍ଧା

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶ : ଦେଶ କରୋନା ମହାମାରୀ ସହ ଯୁଝୁଥିବାବେଳେ ହସ୍ପିଟାଲଗୁଡିକରୁ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳୁଛି । ଉତ୍ତରପ୍ରଦେଶର ସହାରନାପୁର ଜିଲ୍ଲା ହସ୍ପିଟାଲରୁ ପୁଣି ଏକ ଲଜ୍ଜ୍ୟାଜନକ ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଜଣେ ବୃଦ୍ଧଙ୍କ ମୃତଦେହ ବର୍ଷାରେ ହସ୍ପିଟାଲ ବାହାରେ ପଡି ଘଣ୍ଟା ଘଣ୍ଟା ଧରି ଭିଜୁଥିବାବେଳେ ଉଠାଇବାକୁ କେହି ନଥିଲେ । ଶବ ସହିତ ଜଣେ ବୃଦ୍ଧା ମହିଳା ସମସ୍ତଙ୍କୁ ଅନୁନୟ ହୋଇ ସାହାଯ୍ୟ ଭିକ୍ଷା କରିବା ସତ୍ତ୍ବେ କେହି ତାଙ୍କର ସହାୟତ୍ତା କରିନଥିବାର ଦେଖାଯାଇଥିଲା । ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ୍‌ ହେବା ପରେ ଘଟଣାଟି ସାମ୍ନାକୁ ଆସିଛି ।
ଏହି ଭିଡିଓରେ ହସ୍ପିଟାଲ କର୍ମଚାରୀଙ୍କ ଦାୟିତ୍ବହୀନତା ସଫା ସଫା ଦେଖାଯାଉଛି । ଘଣ୍ଟା ଘଣ୍ଟା ଅପେକ୍ଷା କରିବା ସତ୍ତ୍ବେ ଏହି ଅସହାୟ ବୃଦ୍ଧା ମହିଳାଙ୍କୁ କେହି ସାହାଯ୍ୟ କରିବାକୁ ଆସିନଥିଲେ । ଘଟଣାଟି ସମ୍ପର୍କରେ ସହାରନପୁର ଜିଲ୍ଲା ହସ୍ପିଟାଲର ସିଏମ୍‌ଏସଙ୍କୁ ପଚାରାଯିବାରୁ ସେ କହିଥିଲେ ଯେ, ତାଙ୍କର ଡ୍ୟୁଟି କରୋନା ଓ୍ବାର୍ଡରେ ରହିଥିଲା । ତେବେ ସେ ଏହି ଘଟଣା ପାଇଁ ଏକ କମିଟି ଗଠନ କରି ତଦନ୍ତ ପାଇଁ ଆଦେଶ ଦେଇଛନ୍ତି ।
ନିକଟରେ ବିହାରର ଏକ ହସ୍ପିଟାଲରେ ଏକ ନବଜାତ ଶିଶୁକୁ ମା’ ଟ୍ରେରେ ଧରି ଥିବାବେଳେ ଶିଶୁର ପିତା କାନ୍ଧରେ ଅକ୍ସିଜେନ୍‌ ସିଲିଣ୍ଡର ବୋହୁଥିବାର ଦେଖାଯାଇଥିଲା । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026
Latest News

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.