Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏହି ରାଜ୍ୟରେ ଅଗଷ୍ଟ 6 ଯାଏଁ ବଢିଲା ଲକଡାଉନ୍‌ ଅବଧି
ଆଜିର ଖବର

ଏହି ରାଜ୍ୟରେ ଅଗଷ୍ଟ 6 ଯାଏଁ ବଢିଲା ଲକଡାଉନ୍‌ ଅବଧି

July 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଛତିଶଗଡ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଛତିଶଗଡରେ ଅଗଷ୍ଟ 6 ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି । ଏହି ଅବସରରେ ଅଗଷ୍ଟ ମାସରେ ପଡୁଥିବା ବ୍ରକି ଇଦ୍‌ ଓ ରକ୍ଷା ବନ୍ଧନ ପର୍ବରେ ମଧ୍ୟ କୌଣସି କୋହଳ ଦିଆଯିବ ନାହିଁ ବୋଲି ସୂଚନା ରହିଛି । ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ୍‌ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି ।

କ୍ୟାବିନେଟ୍‌ ବୈଠକ ପରେ କୃଷି ମନ୍ତ୍ରୀ ରବିନ୍ଦ୍ର ଚୌବେ କହିଛନ୍ତି ଯେ, ରାଜ୍ୟରେ ସଂକ୍ରମଣ ମାମଲା ଲଗାତାର ବୃଦ୍ଧି ହେଉଛି । ରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ସୁସ୍ଥଙ୍କ ସଂଖ୍ୟା କମ୍‌ ହେଉଛି । ରାଜ୍ୟର କରୋନା ସ୍ଥିତିକୁ ଦେଖି ଜୁଲାଇ 22ରୁ ଜାରି ହୋଇଥିବା ଲକ୍‌ଡାଉନ୍‌ ଆଉ 7 ଦିନ ପାଇଁ ବୃଦ୍ଧି କରାଯାଇଛି । ତେବେ ଜିଲ୍ଲା କଲେକ୍ଟର ନିଜ ନିଜ ଜିଲ୍ଲାର ସ୍ଥିତି ଦେଖି ଲକ୍‌ଡାଉନ୍‌ ସମ୍ପ୍ରସାରଣ ବା କୋହଳ କରିବାର ନିଷ୍ପତ୍ତି ନେଇପାରିବେ ବୋଲି ସୂଚନା ରହିଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମବଙ୍ଗରେ କାହାର ସରକାର?: ପ୍ରାରମ୍ଭିକ ଗଣତିରେ ବିଜେପି-ଟିଏମସି ମଧ୍ୟରେ କଡା ଟକ୍କର

May 4, 2026

ବିଧାନସଭା ନିର୍ବାଚନ: ଆରମ୍ଭ ହେଲା ମତଗଣନା

May 4, 2026

ହର୍ମୁଜ ଦେଇ ଭାରତ ଆସୁଛି ରନ୍ଧନ ଗ୍ୟାସ: ମେ’ ୧୩ରେ ପହଞ୍ଚିବ ୪୬ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

May 4, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚ, ସମିତିସଭ୍ୟାଙ୍କ ସମେତ ଶତାଧିକ କର୍ମକର୍ତ୍ତା

May 4, 2026
Latest News

ପଶ୍ଚିମବଙ୍ଗରେ କାହାର ସରକାର?: ପ୍ରାରମ୍ଭିକ ଗଣତିରେ ବିଜେପି-ଟିଏମସି ମଧ୍ୟରେ କଡା ଟକ୍କର

May 4, 2026

ବିଧାନସଭା ନିର୍ବାଚନ: ଆରମ୍ଭ ହେଲା ମତଗଣନା

May 4, 2026

ହର୍ମୁଜ ଦେଇ ଭାରତ ଆସୁଛି ରନ୍ଧନ ଗ୍ୟାସ: ମେ’ ୧୩ରେ ପହଞ୍ଚିବ ୪୬ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

May 4, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚ, ସମିତିସଭ୍ୟାଙ୍କ ସମେତ ଶତାଧିକ କର୍ମକର୍ତ୍ତା

May 4, 2026

ଆଉ କିଛି ସମୟର ଅପେକ୍ଷା : ଆସିବ ନିର୍ବାଚନ ଫଳ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.