Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରୁ ଆଜି 1215 ପଜିଟିଭ୍‌ ଚିହ୍ନଟ
ଆଜିର ଖବର

ରାଜ୍ୟରୁ ଆଜି 1215 ପଜିଟିଭ୍‌ ଚିହ୍ନଟ

July 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରେ ଆଜି 1215 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 753ଜଣ ଚିହ୍ନଟ ହୋଇଥିବାବେଳେ 462ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 28ହଜାର 107କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 17ହଜାର 373ଜଣ । ସେହିପରି ସୁସ୍ଥ ହୋଇଛନ୍ତି 10ହଜାର545ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 147ଜଣ । ସେହିପରି 34 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

corona
Share. Facebook Twitter LinkedIn Email WhatsApp Copy Link

Related Posts

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025

ବାବା ପିଲା ଗଣେଶ ପୂଜା ମହୋତ୍ସବରେ ଯୋଗଦେଲେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ

September 16, 2025
Latest News

ନିଖୋଜ ଯୁବକର ଗଳିତ ଶବ ଉଦ୍ଧାର

September 16, 2025

ପୁଣି ମହଙ୍ଗା ହେଲା ସୁନା: ଜାଣନ୍ତୁ ଆଜିର ମୂଲ୍ୟ

September 16, 2025

ସଫା ରାସ୍ତା ଠାରୁ ଦ୍ରୁତ ମେଟ୍ରୋ ପର୍ଯ୍ୟନ୍ତ – ସହର ବିକାଶ ଉପରେ ଲେଖା ଶେୟାର କଲେ ପ୍ରଧାନମନ୍ତ୍ରୀ

September 16, 2025

ବାବା ପିଲା ଗଣେଶ ପୂଜା ମହୋତ୍ସବରେ ଯୋଗଦେଲେ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ

September 16, 2025

ଏବେ ATM କୁ ଦୌଡ଼ିବାର ଆବଶ୍ୟକତା ନାହିଁ, ଗୋଟିଏ ସ୍କାନରେ ମିଳିବ ଟଙ୍କା, ଜାଣନ୍ତୁ କେମିତି?

September 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.