Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 28 ହଜାର ଟପିଥିବାବେଳେ ମୃତ୍ୟୁ ସଂଖ୍ୟା 154କୁ ବୃଦ୍ଧି : ଜାଣନ୍ତୁ ରାଜ୍ୟର 30ଟି ଜିଲ୍ଲାରେ କିପରି ରହିଛି କରୋନା ସ୍ଥିତି
ଆଜିର ଖବର

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 28 ହଜାର ଟପିଥିବାବେଳେ ମୃତ୍ୟୁ ସଂଖ୍ୟା 154କୁ ବୃଦ୍ଧି : ଜାଣନ୍ତୁ ରାଜ୍ୟର 30ଟି ଜିଲ୍ଲାରେ କିପରି ରହିଛି କରୋନା ସ୍ଥିତି

July 28, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରୁ ଆଜି 1215 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ମୋଟ୍‌ କରୋନା ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 28ହଜାର 107କୁ ବୃଦ୍ଧି ହୋଇଛି । ସେହିପରି ମୃତ୍ୟୁସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ରାଜ୍ୟରେ ମୃତ୍ୟୁ ସଂଖ୍ୟା 150ରୁ ଉର୍ଦ୍ଧ୍ବ ରହିଛି ।  ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 17ହଜାର 373ଜଣ । ସେହିପରି ସୁସ୍ଥ ହୋଇଛନ୍ତି 10ହଜାର545ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 154ଜଣ । ସେହିପରି 35 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଗଞ୍ଜାମ ପରେ ଏବେ ଖୋର୍ଦ୍ଧାରେ ଅଧିକ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ସେହିପରି  କଟକ, ଯାଜପୁର, ସୁନ୍ଦରଗଡ, ରାୟଗଡା ଆଦି ଜିଲ୍ଲାରେ କରୋନା ସ୍ଥିତି ମଧ୍ୟ ବେଶ୍‌ ଗମ୍ଭୀର ରହିଛି ।

ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କରୋନା କିପରି ରହିଛି :

ଜିଲ୍ଲା ପଜିଟିଭ୍‌ ସୁସ୍ଥ ସକ୍ରିୟ ମୃତ ମୃତ (ଅନ୍ୟାନ୍ୟ ରୋଗ)
ଗଞ୍ଜାମ 9501 5996 3414 85 6
ଖୋର୍ଦ୍ଧା 3572 1548 1997 19 8
କଟକ 1885 1181 690 11 3
ଯାଜପୁର 1167 949 216 1 1
ଗଜପତି 1145 670 466 9 0
ସୁନ୍ଦରଗଡ 1112 763 340 6 3
ବାଲେଶ୍ବର 885 655 225 2 3
କେଉଁଝର 730 429 300 0 1
ପୁରୀ 692 362 326 2 2
ଜଗତସିଂହପୁର 684 475 207 2 0
ରାୟଗଡା 624 349 269 6 0
ମୟୂରଭଞ୍ଜ 603 432 169 0 2
କୋରାପୁଟ 558 168 390 0 0
ଭଦ୍ରକ 548 396 147 2 3
ନୟାଗଡ 503 302 199 1 1
କନ୍ଧମାଳ 452 245 206 1 0
ମାଲକାନଗିରି 444 279 164 1 0
କେନ୍ଦ୍ରାପଡା 441 351 87 2 1
ବରଗଡ 385 304 80 1 0
ବଲାଙ୍ଗିର 374 281 93 0 0
ଝାରସୁଗୁଡା 291 225 65 1 0
ସମ୍ବଲପୁର 281 163 118 0 0
ଅନୁଗୁଳ 270 196 72 2 0
ନବରଙ୍ଗପୁର 206 152 53 0 1
ଢେଙ୍କାନାଳ 200 127 73 0 0
କଳାହାଣ୍ଡି 140 82 58 0 0
ବୌଦ୍ଧ 134 70 64 0 0
ନୂଆପଡା 118 100 18 0 0
ଦେବଗଡ 82 69 13 0 0
ସୋନପୁର 80 55 25 0 0
ମୋଟ୍‌ ପଜିଟିଭ୍‌ 28107 17374 10544 154 35
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜେଇ ଜବତ କଲା ବ୍ରହ୍ମପୁର ଅବକାରୀ ବିଭାଗ: ମୋଟରସାଇକେଲ ସମେତ ଦୁଇ ଅଟକ

October 13, 2025

ନୂଆପଡ଼ା ଉପନିର୍ବାଚନ: ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

October 13, 2025

କୋଲଡ୍ରିଫ୍ କଫ୍ ସିରପ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ଚେନ୍ନାଇର ୭ଟି ସ୍ଥାନରେ ଚଢାଉ

October 13, 2025

ଲଗାତାର ଦୁଇଟି ପରାଜୟ ସତ୍ତ୍ୱେ ସେମିଫାଇନାଲରେ ପହଞ୍ଚିପାରିବ କି ଭାରତ? ଜାଣନ୍ତୁ ସମୀକରଣ

October 13, 2025
Latest News

ଗଞ୍ଜେଇ ଜବତ କଲା ବ୍ରହ୍ମପୁର ଅବକାରୀ ବିଭାଗ: ମୋଟରସାଇକେଲ ସମେତ ଦୁଇ ଅଟକ

October 13, 2025

ଏଆଇ ଜରିଆରେ ଭାରତରେ ପରିବର୍ତ୍ତନ

October 13, 2025

ନୂଆପଡ଼ା ଉପନିର୍ବାଚନ: ଆଜିଠୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ

October 13, 2025

ଭାରତ ଗସ୍ତରେ ଆସିଲେ କାନଡା ବୈଦେଶିକ ମନ୍ତ୍ରୀ ଅନିତା ଆନନ୍ଦ, ଜାଣନ୍ତୁ କାରଣ

October 13, 2025

କୋଲଡ୍ରିଫ୍ କଫ୍ ସିରପ୍ ମାମଲାରେ ଇଡିର ବଡ଼ କାର୍ଯ୍ୟାନୁଷ୍ଠାନ, ଚେନ୍ନାଇର ୭ଟି ସ୍ଥାନରେ ଚଢାଉ

October 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.