Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 28 ହଜାର ଟପିଥିବାବେଳେ ମୃତ୍ୟୁ ସଂଖ୍ୟା 154କୁ ବୃଦ୍ଧି : ଜାଣନ୍ତୁ ରାଜ୍ୟର 30ଟି ଜିଲ୍ଲାରେ କିପରି ରହିଛି କରୋନା ସ୍ଥିତି
ଆଜିର ଖବର

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 28 ହଜାର ଟପିଥିବାବେଳେ ମୃତ୍ୟୁ ସଂଖ୍ୟା 154କୁ ବୃଦ୍ଧି : ଜାଣନ୍ତୁ ରାଜ୍ୟର 30ଟି ଜିଲ୍ଲାରେ କିପରି ରହିଛି କରୋନା ସ୍ଥିତି

July 28, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ରାଜ୍ୟରୁ ଆଜି 1215 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ମୋଟ୍‌ କରୋନା ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 28ହଜାର 107କୁ ବୃଦ୍ଧି ହୋଇଛି । ସେହିପରି ମୃତ୍ୟୁସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟିଛି । ରାଜ୍ୟରେ ମୃତ୍ୟୁ ସଂଖ୍ୟା 150ରୁ ଉର୍ଦ୍ଧ୍ବ ରହିଛି ।  ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 17ହଜାର 373ଜଣ । ସେହିପରି ସୁସ୍ଥ ହୋଇଛନ୍ତି 10ହଜାର545ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 154ଜଣ । ସେହିପରି 35 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

ଗଞ୍ଜାମ ପରେ ଏବେ ଖୋର୍ଦ୍ଧାରେ ଅଧିକ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି । ସେହିପରି  କଟକ, ଯାଜପୁର, ସୁନ୍ଦରଗଡ, ରାୟଗଡା ଆଦି ଜିଲ୍ଲାରେ କରୋନା ସ୍ଥିତି ମଧ୍ୟ ବେଶ୍‌ ଗମ୍ଭୀର ରହିଛି ।

ତେବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ କରୋନା କିପରି ରହିଛି :

ଜିଲ୍ଲା ପଜିଟିଭ୍‌ ସୁସ୍ଥ ସକ୍ରିୟ ମୃତ ମୃତ (ଅନ୍ୟାନ୍ୟ ରୋଗ)
ଗଞ୍ଜାମ 9501 5996 3414 85 6
ଖୋର୍ଦ୍ଧା 3572 1548 1997 19 8
କଟକ 1885 1181 690 11 3
ଯାଜପୁର 1167 949 216 1 1
ଗଜପତି 1145 670 466 9 0
ସୁନ୍ଦରଗଡ 1112 763 340 6 3
ବାଲେଶ୍ବର 885 655 225 2 3
କେଉଁଝର 730 429 300 0 1
ପୁରୀ 692 362 326 2 2
ଜଗତସିଂହପୁର 684 475 207 2 0
ରାୟଗଡା 624 349 269 6 0
ମୟୂରଭଞ୍ଜ 603 432 169 0 2
କୋରାପୁଟ 558 168 390 0 0
ଭଦ୍ରକ 548 396 147 2 3
ନୟାଗଡ 503 302 199 1 1
କନ୍ଧମାଳ 452 245 206 1 0
ମାଲକାନଗିରି 444 279 164 1 0
କେନ୍ଦ୍ରାପଡା 441 351 87 2 1
ବରଗଡ 385 304 80 1 0
ବଲାଙ୍ଗିର 374 281 93 0 0
ଝାରସୁଗୁଡା 291 225 65 1 0
ସମ୍ବଲପୁର 281 163 118 0 0
ଅନୁଗୁଳ 270 196 72 2 0
ନବରଙ୍ଗପୁର 206 152 53 0 1
ଢେଙ୍କାନାଳ 200 127 73 0 0
କଳାହାଣ୍ଡି 140 82 58 0 0
ବୌଦ୍ଧ 134 70 64 0 0
ନୂଆପଡା 118 100 18 0 0
ଦେବଗଡ 82 69 13 0 0
ସୋନପୁର 80 55 25 0 0
ମୋଟ୍‌ ପଜିଟିଭ୍‌ 28107 17374 10544 154 35
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ଆମେରିକୀୟ ଏଫ-୩୫ ଲଢ଼ୁଆ ବିମାନକୁ ଖସାଇଲା ଇରାନ: ପାଇଲଟ୍‌ ଅଟକ

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.