Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁଣିି ଜଗତସିଂହପୁରରୁ ଚିହ୍ନଟ ୪୭ ପଜିଟିଭ୍ : ହୋମ କ୍ବାରେଣ୍ଟାଇନ୍‌ରୁ ୨୯, ଟିଏମ୍‌ସିରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ
ଆଜିର ଖବର

ଆଜି ପୁଣିି ଜଗତସିଂହପୁରରୁ ଚିହ୍ନଟ ୪୭ ପଜିଟିଭ୍ : ହୋମ କ୍ବାରେଣ୍ଟାଇନ୍‌ରୁ ୨୯, ଟିଏମ୍‌ସିରୁ ୧୮ ଜଣ ଆକ୍ରାନ୍ତ ଚିହ୍ନଟ

July 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରମେଶ ମହାନ୍ତି
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରୁ ଆଜି ପୁଣି ୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ବିରିଡ଼ି ବ୍ଲକରୁ ୨୦ଜଣ, ରଘୁନାଥପୁର ବ୍ଲକରୁ ୧୩ଜଣ, ପାରାଦ୍ଵୀପରୁ ୪ଜଣ, କୁଜଙ୍ଗ ବ୍ଲକରୁ ୩ଜଣ, ତିର୍ତ୍ତୋଲ ବ୍ଳକରୁ ୨ଜଣ, ଏରସମା ଓ ବାଲିକୁଦା ବ୍ଲକରୁ ଜଣେ ଲେଖାଏଁ ବାହାରିଥିବା ବେଳେ ଜଗତସିଂହପୁର ବ୍ଲକରୁ ୨ଜଣ ଓ ଜଗତସିଂହପୁର ସବଜେଲ୍ ରୁ ଜଣେ ଚିହ୍ନଟ ହୋଇଛନ୍ତି।

ଆଜି ବିରିଡ଼ି ବ୍ଲକରୁ ସର୍ବାଧିକ ୨୦ଜଣ ଚିହ୍ନଟଙ୍କ ମଧ୍ୟରୁ ୧୭ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିବା ବେଳେ ୩ଜଣ କ୍ଲଷ୍ଟର ଲେବଲ୍ ଟି.ଏମ୍.ସି ରୁ ବାହାରିଛନ୍ତି। ସେହିପରି ରଘୁନାଥପୁର ବ୍ଲକରୁ ବାହାରିଥିବା ୧୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ଜଣ ହୋମ୍ କ୍ୱାରେଣ୍ଟାଇନରେ ଥିବା ବେଳେ ଜଣେ କ୍ଲଷ୍ଟର ଲେବଲ୍ ଟିଏମସିରେ ଥିଲେ।

ନୂତନ ୪୭ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଏବେ ସର୍ବମୋଟ ସଂକ୍ରମିତଙ୍କ ସଂଖ୍ୟା ୬୮୧କୁ ବୃଦ୍ଧି ହୋଇଛି । ସେହିପରି ୪୭୩ ଜଣ ସୁସ୍ଥ ହୋଇଥିବାବେଳ ଜିଲ୍ଲାରେ ୨ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଏବେସୁଦ୍ଧା ଜିଲ୍ଲାରେ ୨୦୬ ଜଣ ସକ୍ରିୟ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ: ନିର୍ଣ୍ଣାୟକ ମୋଡ଼ରେ ପହଁଚିଲା ଧନୁଯାତ୍ରାର ନାଟକ

January 2, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରଥମ ସଚିବସ୍ତରୀୟ ବୈଠକ

January 2, 2026
Latest News

ପବିତ୍ର ପିପ୍ରାହୱା ଅବଶେଷର ଅର୍ନ୍ତଜାତୀୟ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

January 2, 2026

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

January 2, 2026

ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ: ନିର୍ଣ୍ଣାୟକ ମୋଡ଼ରେ ପହଁଚିଲା ଧନୁଯାତ୍ରାର ନାଟକ

January 2, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପ୍ରଥମ ସଚିବସ୍ତରୀୟ ବୈଠକ

January 2, 2026

ଗୌହାଟୀ ଏବଂ ହାଓଡ଼ା ମଧ୍ୟରେ ଚାଲିବ ପ୍ରଥମ ବନ୍ଦେ ଭାରତ ସ୍ଲିପର୍ ଟ୍ରେନ୍

January 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.