Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇ ଦୁଇଥର କଂଗ୍ରେସ ସାଂସଦ ରହିଥିବା ଅରବିନ୍ଦ ଶର୍ମା ବିଜେପିରେ ହେଲେ ସାମିଲ୍
ଆଜିର ଖବର

ଦୁଇ ଦୁଇଥର କଂଗ୍ରେସ ସାଂସଦ ରହିଥିବା ଅରବିନ୍ଦ ଶର୍ମା ବିଜେପିରେ ହେଲେ ସାମିଲ୍

March 15, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Arvind sharma joins bjp
Arvind sharma joins bjp

ଲୋକସଭା ନିର୍ବାଚନ ୨୦୧୯ ପୂର୍ବରୁ ଦଳ ବଦଳ ରାଜନୀତି ଜାରି ରହିଛି। କଂଗ୍ରେସର ପୂର୍ବ ସାଂସଦ ଅରବିନ୍ଦ ଶର୍ମା ଏବେ ପଦ୍ମଫୁଲ ଧରିଛନ୍ତି। ଦିଲ୍ଲୀର ହରିୟାଣା ଭବନରେ ମନୋହର ଲାଲ୍‌ ଖଟ୍ଟର, ହରିୟାଣା ଲୋକସଭା ନିର୍ବାଚନ ପ୍ରଭାରୀ କଲରାଜ ମିଶ୍ର, କେନ୍ଦ୍ରୀୟ ମନ୍ତ୍ରୀ କୃଷ୍ଣପାଲ ଗୁର୍ଜର, ଚୌଧୁରୀ ବିରେନ୍ଦ୍ର ସିଂହ ଓ ହରିୟାଣାର କ୍ୟାବିନେଟ୍‌ ମନ୍ତ୍ରୀ ରାମବିଲାସ ଶର୍ମାଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବରେ ସେ ବିଜେପିରେ ମିଶିଛନ୍ତି। ଅରବିନ୍ଦ ଶର୍ମା ଦୁଇଥର କଂଗ୍ରେସ ସାଂସଦ ହୋଇସାରିଛନ୍ତି। ୧୯୯୬ ମସିହାରେ ୧୧ ତମ ଲୋକସଭା ନିର୍ବାଚନରେ ସୋନିପତ୍ ସିଟ୍ ରୁ ସେ ନିର୍ଦ୍ଦଳୀୟ ପ୍ରାର୍ଥୀ ରୁପେ ନିର୍ବାଚନ ଲଢି ଅରବିନ୍ଦ ଶର୍ମା ଜିତିଥିଲେ। ଏହାପରେ ସେ ଶିବସେନାର ପ୍ରଦେଶ ଅଧ୍ୟକ୍ଷ ରହିବା ସହ ରୋହତକ ଲୋକସଭା ନିର୍ବାଚନ ଲଢି ହାରିଥିଲେ। ଏହାପରେ ସେ କଂଗ୍ରେସରେ ସାମିଲ ହୋଇ କରନାଲ ଲୋକସଭା ୨୦୦୪ ରୁ ୨୦୦୯ ନିର୍ବାଚନ ଲଢି ଜିତି ଥିଲେ। ୨୦୧୪ରେ ଏହାପରେ ସେ କଂଗ୍ରେସ ଛାଡି ବସପାରେ ମିଶିଥିଲେ ଏବେ  ସେ ବିଜେପିରେ ଯୋଗଦେଇଛନ୍ତି।

thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026

ପୂର୍ବ ଭାରତ ସମେତ ଓଡ଼ିଶାର ଆର୍ଥିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବ ଚଳିତ ବଜେଟ: ଧର୍ମେନ୍ଦ୍ର ପ୍ରଧାନ

February 1, 2026
Latest News

୧୯ ବର୍ଷରୁ କମ୍ ବିଶ୍ୱକପ୍ ରୁ ବିଦା ହେଲା ପାକିସ୍ତାନ: ସେମିଫାଇନାଲରେ ପ୍ରବେଶ କଲା ଭାରତ

February 1, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026

Union Budget 2026 କୁ ସ୍ୱାଗତ କରି ଏହା ଶିଳ୍ପ-ଅନୁକୂଳ ବୋଲି କହିଲା CII ଓଡ଼ିଶା

February 1, 2026

କେନ୍ଦ୍ରୀୟ ବଜେଟ୍: ମେଡିକାଲ୍ ଟୁରିଜିମ୍ ପ୍ରୋତ୍ସାହନ ପାଇଁ ପ୍ରତିଷ୍ଠା ହେବ ୫ ଆଞ୍ଚଳିକ ମେଡିକାଲ୍ ହବ୍

February 1, 2026

କେନ୍ଦ୍ରୀୟ ବଜେଟ୍ ରେ କ୍ରୀଡ଼ା ସାମଗ୍ରୀ ଉତ୍ପାଦନ, ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହନ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.