Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁକ୍ତ ତିନି ଆଡ୍‌ମିଶନ୍‌ ଲାଗି ଗାଇଡଲାଇନ୍ସ ଜାରି
ଆଜିର ଖବର

ଯୁକ୍ତ ତିନି ଆଡ୍‌ମିଶନ୍‌ ଲାଗି ଗାଇଡଲାଇନ୍ସ ଜାରି

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଯୁକ୍ତ ତିନି ଆଡମିଶନ୍‌ ଲାଗି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ୍ସ ଜାରି କରାଯାଇଛି । ଗୋଟିଏ ପର୍ଯ୍ୟାୟରେ ତିନି ରାଉଣ୍ଡରେ ଆଡ୍‌ମିଶନ୍‌ ହେବ ।

ସାମସ୍‌ (SAMS) ପୋର୍ଟାଲ୍‌ରେ ଛାତ୍ରଛାତ୍ରୀମାନେ ନିଜ ମୋବାଇଲ୍‌ ଓ ଇ-ମେଲ୍‌ ଆଇଡି ଦେଇ ଆଡମିଶନ ଲାଗି ଆବେଦନ କରିପାରିବେ । ତେବେ ଆବେଦନ ସମୟରେ ଏଣିକି ମାର୍କ ସିଟ୍‌ କିମ୍ବା ସାର୍ଟିଫିକେଟ୍‌ ଆଉ ଅପଲୋଡ୍‌ କରିବାକୁ ପଡିବନି ।

ସେହିପରି କଲେଜ କର୍ତ୍ତୃପକ୍ଷ ଆଡମିଶନ୍‌ ସମ୍ପର୍କରେ କ୍ୟାମ୍ପସ୍‌ରେ ପୋଷ୍ଟର ଲଗାଇ ସଚେତନ କରିବେ । ଏହା ସହ ହେଲ୍ପ ଡେସ୍କ, ଇଣ୍ଟରନେଟ୍‌ କେନ୍ଦ୍ର, ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଉପଲବ୍ଧ ରଖିବାକୁ ଡିଗ୍ରୀ କଲେଜ୍‌ କର୍ତ୍ତୃପକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

+3
Share. Facebook Twitter LinkedIn Email WhatsApp Copy Link

Related Posts

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026
Latest News

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.