Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ପାଞ୍ଚଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 159କୁ ବୃଦ୍ଧି
ଆଜିର ଖବର

ଆଜି ରାଜ୍ୟରୁ ପାଞ୍ଚଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା 159କୁ ବୃଦ୍ଧି

July 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ପାଞ୍ଚୋଟି ମୁଣ୍ଡ ନେଇଛି କରୋନା । ପାଞ୍ଚ ମୃତକଙ୍କ ମଧ୍ୟରେ ମାଲ୍‌କାନଗିରିରୁ ଜଣେ, ଫୁଲବାଣୀରୁ ଜଣେ, ଗଞ୍ଜାମରୁ ଜଣେ, ବାଲେଶ୍ବରରୁ ଜଣେ, ପୁରୀରୁ ଜଣେ ରହିଛନ୍ତି  ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଆଜି ମୃତ୍ୟୁବରଣ କରିଥିବା ମୃତକଙ୍କ ମଧ୍ୟରେ 3ଜଣ ମହିଳା ଓ 2ଜଣ ପୁରୁଷ ରହିଛନ୍ତି ।

ଗଞ୍ଜାମ ଜିଲ୍ଲାରୁ ମୃତ୍ୟୁବରଣ କରିଥିବା ମୃତକ ଜଣକ 60 ବର୍ଷ ମହିଳା ବୋଲି ଜଣାପଡିଛି । । ସେହିପରି ଫୁଲବାଣୀରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 50 ବର୍ଷ । ବାଲେଶ୍ବରରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ 46 ବର୍ଷୀୟ ପୁରୁଷ ହୋଇଥିବାବେଳେ ପୁରୀ ଜିଲ୍ଲାର 55 ବର୍ଷୀୟା ମହିଳା । ସେହିପରି ମାଲ୍‌କାନଗିରିରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତ ଜଣ 62 ବର୍ଷୀୟା ମହିଳା ବୋଲି ସୂଚନା ରହିଛି ।

5 ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ ସର୍ବମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା 159କୁ ବୃଦ୍ଧି ହୋଇଛି । ସେହିପରି ଆଜି ଜଣେ 2 ବର୍ଷର କରୋନା ଆକ୍ରାନ୍ତ ଶିଶୁର ଅନ୍ୟ ରୋଗ ଯୋଗୁଁ ମୃତ୍ୟୁ ହୋଇଥିବାର ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ୟୁପିରେ ମେଣ୍ଟ ମହାଯୁଦ୍ଧ : ‘ବଡ଼ ଭାଇ’ ପାଇଁ ବଡ଼ ଲଢ଼େଇ

September 4, 2026

ଆଧୁନିକ ଏଲଏଚବି କୋଚ ସହ ଚାଲିବ ପୁରୀ-ପାଟଣା-ପୁରୀ ଏକ୍ସପ୍ରେସ୍

September 4, 2026

ପୋଲିସ ମୁଖ୍ୟାଳୟରେ ଅଘଟଣ: ପୋଖରୀରେ ବୁଡ଼ି ନବନିଯୁକ୍ତ ଗୃହରକ୍ଷୀଙ୍କ ମୃତ୍ୟୁ

September 4, 2026

ପ୍ରବଳ ବର୍ଷାରେ ବୁଡ଼ିଲା ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦର

September 4, 2026
Latest News

ୟୁପିରେ ମେଣ୍ଟ ମହାଯୁଦ୍ଧ : ‘ବଡ଼ ଭାଇ’ ପାଇଁ ବଡ଼ ଲଢ଼େଇ

September 4, 2026

ଆଧୁନିକ ଏଲଏଚବି କୋଚ ସହ ଚାଲିବ ପୁରୀ-ପାଟଣା-ପୁରୀ ଏକ୍ସପ୍ରେସ୍

September 4, 2026

ପୋଲିସ ମୁଖ୍ୟାଳୟରେ ଅଘଟଣ: ପୋଖରୀରେ ବୁଡ଼ି ନବନିଯୁକ୍ତ ଗୃହରକ୍ଷୀଙ୍କ ମୃତ୍ୟୁ

September 4, 2026

ପ୍ରବଳ ବର୍ଷାରେ ବୁଡ଼ିଲା ଦିଲ୍ଲୀ ଅନ୍ତର୍ଜାତୀୟ ବିମାନ ବନ୍ଦର

September 4, 2026

ରାଜରାସ୍ତାରେ ଜନ୍ମାଷ୍ଟମୀ ପାଳିଲେ ଶିକ୍ଷକ ସମାଜ, ଆସନ୍ତାକାଲି ମହାସମାବେଶ: ସମନ୍ୱୟ ସମିତି

September 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.