Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ରାଜ୍ୟରୁ ଆଜି 10ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 169କୁ ବୃଦ୍ଧି
ଆଜିର ଖବର

ପୁଣି ରାଜ୍ୟରୁ ଆଜି 10ଜଣଙ୍କ ଜୀବନ ନେଲା କରୋନା : ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 169କୁ ବୃଦ୍ଧି

July 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜ୍ୟରୁ ପୁଣି 10ଜଣଙ୍କର ଜୀବନ ନେଇଛି କରୋନା । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଖୋର୍ଦ୍ଧା ଜିଲ୍ଲାରୁ 2, ନୟାଗଡ, ରାୟଗଡା, ସମ୍ବଲପୁର, ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି ।

ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 169କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମ ଜିଲ୍ଲାରେ 90କୁ ବୃଦ୍ଧି ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାରେ 21 ଜଣଙ୍କର ଜୀବନ ଯାଇଥିବାବେଳେ ନୟାଗଡରୁ 2, ରାୟଗଡାରୁ 7, ସୁନ୍ଦରଗଡରୁ 7ଜଣଙ୍କ ଜୀବନ ଯାଇଛି । ଆଜି ପ୍ରଥମ ଥର ପାଇଁ ସମ୍ବଲପୁରରୁ ଜଣଙ୍କର ଜୀବନ ନେଇଛି କରୋନା ।

Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.